April 12, 2024

Odia Express

News For Public

୩୦ ମେ ୨୦୧୯ ଗୁରୁବାର,ଆଜିର ରାଶିଫଳ – କେମିତି କାଟିବା ଆଜି ଆପଣଙ୍କ ଦିନ – ମହାଲକ୍ଷ୍ମୀଙ୍କ କୃପା ରହିବ ଏହି ୪ଟି ରାଶି ଉପରେ

1 min read

ମେଷ – ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ଆଜିର ଦିନ ଶୁଭ ଅଟେ। ବିଚାରରେ ସ୍ଥିରତା ତଥା ମନରେ ଦୃଢ଼ତା ରହିବାରୁ ଆପଣ ନିଜର କାର୍ଯ୍ୟ ବହୁତ ଭଲ ଭାବରେ କରି ପାରିବେ। ମିତ୍ରମାନଙ୍କ ସାଥିରେ ଯାତ୍ରା କିମ୍ବା ପର୍ଯ୍ୟଟନର ଆୟୋଜନ କରିବେ। ଭାଇ-ବନ୍ଧୁମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ। ସାମାଜିକ ରୂପରେ ମାନ-ସମ୍ମାନ ପ୍ରତିଷ୍ଠାରେ ବୃଦ୍ଧି ହେବ।  ଆଜିର ଦିନ ଲମ୍ବା ସମୟ । ଲକ୍ଷ୍ ଉପରେ ଧ୍ୟାନ କେନ୍ଦ୍ରିଭୁତ କରିବା ପାଇଁ ବହୁତ ଭଲ ସମୟ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।ଭୁଲ ବୁଝାବଣା ଏବଂ ନକାରାତ୍ମକ ବ୍ୟବହାର ଆପଣଙ୍କ ଚିତ୍ତରେ ଗ୍ଲାନିର ଭାବ ସୃଷ୍ଟି କରିବ। ସ୍ଵାସ୍ଥ୍ୟରେ ବିଶେଷରୂପରେ ଆଖିରେ ଅସୁବିଧା ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବ। କାମରେ ସନ୍ତୋଷର ଭାବନା ଆସିବ

ବୃଷ – ଆଜିର ଦିନ ଆପଣଙ୍କ ପାଇଁ ମନୋରଞ୍ଜନର ଦିନ ଅଟେ। ମିତ୍ରମାନଙ୍କ ସହିତ ପାର୍ଟି କିମ୍ବା ପିକନିକରେ ଆଜିର ଦିନ ବହୁତ ଭଲ ଭାବରେ ବିତିବ। ବସ୍ତ୍ରାଭୂଷଣ, ବାହନ ତଥା ଭୋଜନ ଭଲ ସୁଖ ପ୍ରାପ୍ତ ହେବ। ଆପଣଙ୍କ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। । ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲ ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ ।ପ୍ରଣୟ, ରୋମାନ୍ସ, ଯାତ୍ରା, ପର୍ଯ୍ୟଟନ ଏବଂ ମନୋରଞ୍ଜନରେ ଆପଣଙ୍କ ଆଜିର ଦିନ କଟିବ। ମିତ୍ରମାନଙ୍କ ସହିତ ଭୋଜନ କରିବାର ଅବସର ଆସିବ। ବସ୍ତ୍ରାଭୂଷଣ ଏବଂ ବାହନ ପ୍ରାପ୍ତିର ଯୋଗ ଅଛି। ଭାଗିଦାରୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ,ପ୍ରତିକାର : କଳା କୁକୁରର ସେବା କରନ୍ତୁ

ମିଥୁନ – ଆଜିର ଦିନ ଆପଣଙ୍କ ପାଇଁ ବହୁତ ଅନୁକୂଳ ଅଟେ। ଘରର ବାତାବରଣ ଆନନ୍ଦପ୍ରଦ ରହିବ। ଶାରୀରିକ ରୂପରେ ସୁସ୍ଥ ରହିବେ ଏବଂ ମନ ମଧ୍ୟ ପ୍ରସନ୍ନ ରହିବ। ଚାକିରି ଏବଂ ବ୍ୟବସାୟ ସ୍ଥଳର ବାତାବରଣ ଅନୁକୂଳ ରହିବ। ମା’ ଘରୁ ଭଲ ସମାଚାର ଆସିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ପ୍ରାପ୍ତ ହେବ। ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି ।ଗୃହସ୍ଥ ଜୀବନରେ ଆନନ୍ଦ ଏବଂ ସନ୍ତୋଷର ଅନୁଭବ ହେବ। ସ୍ଵାସ୍ଥ୍ୟ ଭଲ ରହିବ। ସମାଜରେ ମାନ-ସମ୍ମାନ ମିଳିବ। ଉଚ୍ଚ ପଦାଧିକାରି ଏବଂ ବରିଷ୍ଠ ନାଗରୀକମାନଙ୍କ କୃପା ଆପଣ ଉପରେ ରହିବ,ପ୍ରତିକାର-ଅସହାୟଙ୍କୁ ନିରାଶ କରିବେ ନାହିଁ।

କର୍କଟ – ଆଜିର ଦିନ ଆପଣ ଅଳସୁଆ ରହିବା କାରଣରୁ ଅସ୍ଵସ୍ଥତା ଅନୁଭବ କରିବେ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ସାଥୀ ଦେବ ନାହିଁ। ଉଚ୍ଚ ଅଧିକାରୀମାନେ ଆପଣଙ୍କର କାର୍ଯ୍ୟରେ ସନ୍ତୋଷ ହେବେ ନାହିଁ। ମନରେ ଦ୍ୱନ୍ଦ୍ୱ ରହିବା କାରଣରୁ ନିର୍ଣ୍ଣୟ ନେବାରେ ବାଧା ଆସିବ। ସନ୍ତାନମାନଙ୍କର ସ୍ଵାସ୍ଥ୍ୟ ବିଗିଡ଼ିପାରେ।  କିଛି ଏମିତି କରନ୍ତୁ ଯାହା ସମସ୍ତଙ୍କୁ ଖୁସି କରିବ ଏବଂ ପରସ୍ପର ନିକଟତର ହୋଇ ପାରିବେ । ମଉଜ-ମସ୍ତୀ ଏବଂ ମନୋରଞ୍ଜନ ପ୍ରବୃତ୍ତିଗୁଡ଼ିକରେ ଆପଣଙ୍କ ବିଶେଷ ରୁଚି ରହିବ। ପିତା ତଥା ବରିଷ୍ଠ ନାଗରୀକମାନଙ୍କ ସହଯୋଗ ପ୍ରାପ୍ତ କରିବେ। ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ହେବ। ଆପଣଙ୍କ ସ୍ଵଭାବରେ କ୍ରୋଧ ଏବଂ ବ୍ୟବହାରରେ ଉଗ୍ରତା ରହିବ,ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ସିଂହ – ଯସ୍ଵଭାବରେ ଏକୁଟିଆ ପଣ ଛାଡ଼ିବା ପାଇଁ ଉପଦେଶ। ଅଧିକ ଭାବୁକତା କାରଣରୁ ମନରେ ଅସୁସ୍ଥତା ଅନୁଭବ ହେବ। ଘର ଏବଂ ସଂପତ୍ତି ସମ୍ପର୍କୀତ କାର୍ଯ୍ୟରେ ଆଜି ସମ୍ଭାଳିକରି ଚାଲିବାର ଆବଶ୍ୟକତା ଅଛି। ମାତାଙ୍କଠାରୁ ଲାଭ ହେବ। ବିଦ୍ୟାପ୍ରାପ୍ତି ପାଇଁ ଆଜି ଅନୁକୂଳ ଦିନ ଅଟେ। ଆର୍ଥିକ ଆୟୋଜନ ମଧ୍ୟ ଭଲ ଭାବରେ ହେବ।  ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଅଚାନକ ଧନ ଖର୍ଚ୍ଚ ହୋଇପାରେ। ଚିକିତ୍ସାରେ ଖର୍ଚ୍ଚ ହେବାର ଆଶଂକା ଅଛି। ବ୍ୟାପାରରେ ଭାଗିଦାରୀମାନଙ୍କ ସହିତ ଆନ୍ତରିକ ମତଭେଦ ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ,ପ୍ରତିକାର : ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ ।

କନ୍ୟା – ଆଆପଣଙ୍କ ବାଣୀ କାରଣରୁ କୌଣସି ସମସ୍ୟା ନ ହେଉ ଏହାର ଧ୍ୟାନ ରଖିବେ। ଉଗ୍ରତାର କାରଣ କୌଣସି ଝଗଡ଼ା ନ ହେଉ ଏହାର ଧ୍ୟାନ ରଖିବେ। ଆଜି ଆଖିରେ ପୀଡ଼ା ହୋଇପାରେ। ପରିଜନମାନଙ୍କ ସାଥିରେ କଳହ ହେବାର ଆଶଂକା ଅଛି। ଆଜି ଆୟ କମ ଏବଂ ଖର୍ଚ୍ଚ ଅଧିକ ହେବ। ଆଜି ଏକ ଶୁଭଦିନ ହିସାବରେ ଯୋଜନା ଆରମ୍ଭ କରନ୍ତୁ । କଣ ଶିକ୍ଷା କରିବେ ଏକ ଚିଠା ତିଆରି କରନ୍ତୁ ଏବଂ ତାହାର ଭଲମନ୍ଦ ବିଚାର କରନ୍ତୁ । । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।ପ୍ରତ୍ୟେକ କାର୍ଯ୍ୟ ଆତ୍ମବିଶ୍ଵାସ ଏବଂ ଅଟଳ ମନୋବଳର ସହିତ କରନ୍ତୁ, ନିଶ୍ଚିତ ସଫଳତା ମିଳିବ। ପିତା କିମ୍ବା ପୈତୃକ ସଂପତ୍ତିରେ ଲାଭ ହେବ। ସରକାରଙ୍କଠାରୁ ଆର୍ଥିକ ଲାଭ ହେବ। ବିଦ୍ୟାର୍ଥୀମାନେ ନିଜର ପଢ଼ାରେ ଭଲ ପ୍ରଦର୍ଶନ କରିବେ,ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ତୁଳା – ଆପଣ ନିଜର ପରିବାରର ଆର୍ଥିକ ଆବଶ୍ୟକତାକୁ ଆଜି ସମ୍ପୂର୍ଣ୍ଣ କରିବେ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ମନରେ ଉତ୍ସାହ ତଥା ବିଚାରରେ ସ୍ଥିରତା କାରଣରୁ ସମସ୍ତ କାର୍ଯ୍ୟ ଆପଣ ଭଲ ଭାବରେ କରି ପାରିବେ। ଆଜି ମନୋରଞ୍ଜନ, ସୌନ୍ଧର୍ଯ୍ୟ-ପ୍ରସାଧନ, ଆଭୂଷଣ ଆଦିରେ ଖର୍ଚ୍ଚ ହେବ। ଆଜି ଭ୍ରମ ଯୋଗୁଁ ବିଚଳିତହୋଇ ସମ୍ଭାବନା ଶାନ୍ତି ଓ ନିରଳା ମାନସିକ ଭାବନାରେ ଏହାର କାରଣ ଖୁଜି ବସନ୍ତୁ । ଆପଣ ନିଜର ବଂଧୁ ଓ ପରିବାର ସହ ସଦସ୍ୟଙ୍କ ସହ ଖୋଲା ମନରେ କିଛି ସମୟ ଆଲୋଚନା କରନ୍ତୁ । ନୂଆ ଯୋଜନାକୁ ଅମଳରେ ଆଣିବା ପାଇଁ ଶୁଭ ଦିନ ଅଟେ। ଚାକିରିପେଶା ଲୋକଙ୍କୁ ଉଚ୍ଚ ପଦାଧିକାରିମାନଙ୍କ ତଥା ସରକାରଙ୍କ ତରଫରୁ ପରିଶ୍ରମର ଭଲ ଫଳ ମିଳିବ। ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ।

ବିଛା – ଆପଣଙ୍କ କାର୍ଯ୍ୟକ୍ଷେତ୍ର ପାଇଁ ଆଜିର ଦିନ ବିଶେଷ ହୋଇପାରେ। ଉଚ୍ଚ ଅଧିକାରୀ ପ୍ରସନ୍ନ ରହିବେ। ଆପଣ ଆଜି ନିଜର କାର୍ଯ୍ୟ ଦୃଢ ମନୋବଳ ଏବଂ ପୂର୍ଣ୍ଣ ଆତ୍ମବିଶ୍ଵାସ ସହିତ ସଂପନ୍ନ କରିବେ। ପିତାଙ୍କ ସହିତ ସଂବନ୍ଧ ପ୍ରେମପୂର୍ଣ୍ଣ ରହିବ ଏବଂ ତାଙ୍କଠାରୁ ଲାଭ ମଧ୍ୟ ହେବ। ଜମି, ବାହନ, ସଂପତ୍ତି ସଲଗ୍ନ କାର୍ଯ୍ୟ କରିବାକୁ ଆଜିର ଦିନ ଅନୁକୂଳ ଅଟେ।  ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।ଆଜି ଆପଣଙ୍କ ଅହଂକାରର କାରଣରୁ ଝଗଡ଼ା ହେବାର ଆଶଂକା ଅଛି। ଶାରୀରିକ ଏବଂ ମାନସିକ ଚିନ୍ତା ସହିତ ଆଜିର ଦିନ କଟିବ। ସ୍ଵଭାବରେ ଉତ୍ତେଜନାଯୋଗୁଁ କାମ ବିଗିଡ଼ିବାର ଆଶଂକା ଅଛି,ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ – ଆଜି ଆପଣଙ୍କୁ କୌଣସି ସମସ୍ୟାର ସାମନା କରିବାକୁ ପଡ଼ିପାରେ। ମନ ଚିନ୍ତାରେ ବ୍ୟଗ୍ର ରହିବ। ଶାରୀରିକ ରୂପରେ ଫୂର୍ତ୍ତିର ଅଭାବ ରହିବ ଆଳସ୍ୟ ଅନୁଭବ କରିବେ। କାର୍ଯ୍ୟକ୍ଷେତ୍ରରେ ଉପର ଅଧିକାରୀମାନଙ୍କର ବ୍ୟବହାର ନକାରାତ୍ମକ ରହିବ। ସନ୍ତାନମାନଙ୍କର ସ୍ଵାସ୍ଥ୍ୟ ବିଷୟରେ ଚିନ୍ତା ରହିବ ଏବଂ ତାଙ୍କର ସହିତ ମତଭେଦ ମଧ୍ୟ ହୋଇପାରେ।  ପାରିବାରିକ କାର୍ଯ୍ୟଗୁଡ଼ିକ ପଛରେ ଧନ ଖର୍ଚ୍ଚ ହୋଇପାରେ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ଶଙ୍କା ଦୂର କରନ୍ତୁ। ବନ୍ଧୁମାନଙ୍କ ସହିତ ମନମାଳିନ୍ୟର ପ୍ରସଂଗ ବନିପାରେ | ଧାର୍ମିକ ଯାତ୍ରା ହେବାର ସଂଭାବନା ଅଛି। ଧନ ଲାଭର ମଧ୍ୟ ସଂଭାବନା ଅଛି। ବ୍ୟବସାୟରେ ପ୍ରମୋସନର ଯୋଗ ଅଛି.ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ

ମକର – ଘର ପରିବାରର କାମ ସମ୍ପୂର୍ଣ୍ଣ କରିବା ପାଇଁ ଟିକେ ବୁଦ୍ଧି ବିବେକରେ କାମ କରିବାକୁ ହେବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ନହେଲେ କୌଣସି ବାଦ-ବିବାଦ କିମ୍ବା ମନମାଳିନ୍ୟ ହୋଇପାରେ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବେ, ନିରର୍ଥକ ଖର୍ଚ୍ଚ କରନ୍ତୁ ନାହିଁ। ଆର୍ଥିକ ବିଷୟଗୁଡ଼ିକରେ ସାବଧାନ ରୁହନ୍ତୁ। ଶିକ୍ଷାକ୍ଷେତ୍ରରେ ଆଜି ଆପଣଙ୍କୁ ସଫଳତା ମିଳିବ । ଯଦି ଆପଣ ଜଣେ ଛାତ୍ର ତାହେଲେ ଆଜି ପଢ଼ା କ୍ଷେତ୍ରରେ ଆପଣ ଆଗରେ ରହିବେ । ଆପଣଙ୍କୁ କୌଣସି ନୂଆ ଜାଗାରେ କିମ୍ବା ନୂଆ ପ୍ରଣାଳୀରେ ପଢ଼ିବା ପାଇଁ ସୁଯୋଗ ମିଳିପାରେ । ସ୍ଵଭାବରେ ଉଗ୍ରତା ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ। ଶାରୀରିକ ତଥା ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି। କମ ସଫଳତା ମିଳିବାରୁ ନିରାଶା ହୋଇପାରନ୍ତି। ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ। ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ। ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ କରିବା ପାଇଁ ବହୁତ ଭଲ ଯୋଗ ଅଛି। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ବାଦ-ବିବାଦରେ ପଡ଼ନ୍ତୁ ନାହିଁ,ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ।

କୁମ୍ଭ – ଆଜିର ଦିନ ଆପଣଙ୍କ ପାଇଁ ଲାଭକାରୀ ଅଟେ। ଚାକିରି ଏବଂ ବ୍ୟାପାରରେ ମଧ୍ୟ ଲାଭର ସଂକେତ ଅଛି। ମିତ୍ରମାନଙ୍କ ସାଥିରେ ଆନନ୍ଦପୂର୍ବକ ସମୟ ବିତାଇ ପାରନ୍ତି। ଅବିବାହିତ ଲୋକମାନଙ୍କର ପାଇଁ ବିବାହର ଯୋଗ ଅଛି। ଆୟର ସାଧନରେ ବୃଦ୍ଧି ହେବ। ଆକସ୍ମିକ ଧନ ମିଳିବ। ଯାତ୍ରା କରିପାରନ୍ତି। ଶାରୀରିକ ଏବଂ ମାନସିକ ରୂପରେ ଆପଣ ବ୍ୟଗ୍ରତା ଅନୁଭବ କରିପାରନ୍ତି। ଅନିଦ୍ରା କାରଣରୁ ସ୍ଵାସ୍ଥ୍ୟ ବିଗିଡ଼ି ପାରେ। ବୌଦ୍ଧିକ ଚର୍ଚ୍ଚାରେ ଆନନ୍ଦ ପ୍ରାପ୍ତ ହୋଇପାରେ, ପରନ୍ତୁ ଏପରି ବୌଦ୍ଧିକ ଚର୍ଚ୍ଚାରୁ ଦୂରରେ ରହବା ପାଇଁ ଉପଦେଶ |ପଢ଼ିବା -ଲେଖିବାରେ ବିଦ୍ୟାର୍ଥିମାନଙ୍କ ମନ ଲାଗିବ ନାହିଁ। ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ମନ ପ୍ରଫୁଲ୍ଲିତ ହେବ ,ପ୍ରତିକାର:- ପିତାମାତାଙ୍କର ସେବାକରିବା ଆବଶ୍ୟକ

ମୀନ – କାହା ସହିତ ବାଦ-ବିବାଦ କିମ୍ବା ଝଗଡ଼ା କରନ୍ତୁ ନାହିଁ। ବାଣୀ ଉପରେ ନିୟନ୍ତ୍ରଣ ରଖିବାରେ ଆପଣଙ୍କର ହିତ ହେବ। ଶତ୍ରୁମାନଙ୍କଠାରୁ ସାବଧାନ ରୁହନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ରହସ୍ୟମୟ ବିଷୟ ତଥା ଗୂଢ଼ ବିଦ୍ୟା ପ୍ରତି ଆପଣ ଆକର୍ଷିତ ହେବେ ଏବଂ ଆଧ୍ୟାତ୍ମିକ ଚିନ୍ତା ଦ୍ଵାରା ମାନସିକ ଶାନ୍ତି ପ୍ରାପ୍ତ କରି ପାରିବେ।  ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ ।ଶରୀରରେ ଆଳସ୍ୟ, ଏବଂ ଅଣନିଶ୍ୱାସୀ ହୋଇପାରେ। ସ୍ଵାସ୍ଥ୍ୟ ନରମ-ଗରମ ରହିବ। କୌଣସି ବିଷୟରେ ଚିନ୍ତା କରନ୍ତୁ ନାହିଁ, ଆପଣଙ୍କ ପରିଶ୍ରମରେ ଶେଷରେ ସବୁ ଠିକ ହୋଇଯିବ। ସନ୍ତାନମାନଙ୍କ ବିଷୟରେ ଟିକେ ଚିନ୍ତା ହୋଇପାରେ।ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Leave a Reply

Your email address will not be published. Required fields are marked *