March 28, 2024

Odia Express

News For Public

୨ ଜୁନ ୨୦୧୯ ରବିବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ମହାଦେବ ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

1 min read

ମେଷ : ନକାରାତ୍ମକ ବିଚାର ହତାଶା ସୃଷ୍ଟି କରିପାରେ। ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ। ମାତା-ପିତାଙ୍କର ସହିତ ମତଭେଦ ହୋଇପାରେ ଅଥବା ତାଙ୍କର ସ୍ଵାସ୍ଥ୍ୟ ଧ୍ୟାନ ରଖିବେ। ଜମି, ଘର ତଥା ବାହନ ଆଦିର କାଗଜପତ୍ରକୁ ଠିକ ଜାଗାରେ ସଂଭାଳିକରି ରଖିବେ। ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ । ଖାଇବା ପିଇବାର ବିଶେଷ ରୂପରେ ଧ୍ୟାନ ରଖିବେ। ଆବେଶ ଏବଂ କ୍ରୋଧର ମାତ୍ରା ଅଧିକ ହୋଇପାରେ। ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ଅନୈତିକ କାର୍ଯ୍ୟରୁ ଦୂରରେ ରୁହନ୍ତୁ। ସରକାର ବିରୋଧୀ ପ୍ରବୃତ୍ତି କାରଣରୁ ଅସୁବିଧା ହୋଇପାରେ। ଖର୍ଚ୍ଚର ମାତ୍ରା ବଢ଼ିପାରେ।ପ୍ରତିକାର–ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ବୃଷ :  ସାମାଜିକ କ୍ଷେତ୍ରରେ ଚାକିରି-ଧଂଧା ଏବଂ ଅନ୍ୟ କ୍ଷେତ୍ରରେ ଆଜିର ଦିନ ଲାଭଦାୟକ ରହିବ। ମିତ୍ରମାନଙ୍କ, ପରିଜନମାନଙ୍କର ସହିତ ବାହରକୁ ଯିବେ। ମାଂଗଳିକ ପ୍ରସଂଙ୍ଗ ଉପସ୍ଥିତ ହେବ। ମହିଳା ମିତ୍ରମାନଙ୍କ ତଥା ଜୀବନସାଥୀ ଏବଂ ସନ୍ତାନ ଲାଭ ହେବାର ଯୋଗ ଅଛି। ବିବାହୋତ୍ସୁକ ଯୁବକ-ଯୁବତୀମାନଙ୍କର ବୈବାହିକ ସମସ୍ୟା ଦୂର ହେବ। ଯାତ୍ରା କରିପାରନ୍ତି।  ନକାରାତ୍ମକ ବିଚାରକୁ ନିଜର ମନରୁ ହଟାନ୍ତୁ। କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦରୁ ଦୂରରେ ରୁହନ୍ତୁ। ଖାଇବା ପିଇବା ଉପରେ ନିୟନ୍ତ୍ରଣ ରଖିବେ। ଶାରୀରିକ ସ୍ଵାସ୍ଥ୍ୟ ମଧ୍ୟମ ରହିବ। ସନ୍ତାନମାନଙ୍କ ବିଷୟରେ ଆପଣଙ୍କୁ ଚିନ୍ତା ହୋଇପାରେ। ଆକସ୍ମିକ ଧନ ଖର୍ଚ୍ଚର ଆଶଂକା ଅଛି।ପ୍ରତିକାର–ଗହମ, ଗୁଡ ପିଲାମାନଙ୍କୁ ଦାନ କରିବେ।

ମିଥୁନ : ଆଜିର ଦିନ ଆପଣଙ୍କପାଇଁ ଅଳ୍ପ କଷ୍ଟଦାୟକ ରହିବ। ସ୍ଵାସ୍ଥ୍ୟ ଖରାପ ହେବ। ପାରିବାରିକ ସଦସ୍ୟମାନଙ୍କ କାରଣରୁ ମନ ଦୁଃଖୀ ହେବ। ମାନସିକ ରୂପରେ ଆପଣ ଅସୁସ୍ଥ ରହିପାରନ୍ତି। କ୍ରୋଧ ଉପରେ ଅଂକୁଶ ରଖିବାକୁ ପଡ଼ିବ। ଦୁର୍ଘଟଣା ପ୍ରତି ସଜାଗ ରୁହନ୍ତୁ। କୋର୍ଟ-କଚେରୀ ମାମଲାରେ ସାବଧାନ ରହିବେ। ଅଧିକ ଖର୍ଚ୍ଚ ହେବାରୁ ଆର୍ଥିକ ଅସୁବିଧା ରହିବ।  ଜଗନ୍ନାଥଙ୍କର କୃପାରୁ ଆଜିର ଦିନ ଆନନ୍ଦ ଏବଂ ଉଲ୍ଲାସ ଭରା ରହିବ। ଆଜି କରାଯାଇଥିବା ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ଘରର ବାତାବରଣ ପ୍ରଫୁଲ୍ଲିତ ରହିବ। ବିବାହିତା ମହିଳା ମାନଙ୍କପାଇଁ ବାପ ଘରୁ ମଧ୍ୟ ଲାଭ ହୋଇପାରେ ଏବଂ ଭଲ ସମାଚାର ମିଳିପାରେ। ଆର୍ଥିକ ଲାଭର ସମ୍ଭାବନା ଅଛି।ପ୍ରତିକାର–ଫୁଲଗଛରେ ପାଣିଛିଞ୍ଚିବେ।

କର୍କଟ : ଆଜିର ଦିନ ଆପଣଙ୍କପାଇଁ ଅଳ୍ପ କଷ୍ଟଦାୟକ ରହିବ। ସ୍ଵାସ୍ଥ୍ୟ ଖରାପ ହେବ। ପାରିବାରିକ ସଦସ୍ୟମାନଙ୍କ କାରଣରୁ ମନ ଦୁଃଖୀ ହେବ। ମାନସିକ ରୂପରେ ଆପଣ ଅସୁସ୍ଥ ରହିପାରନ୍ତି। କ୍ରୋଧ ଉପରେ ଅଂକୁଶ ରଖିବାକୁ ପଡ଼ିବ। ଦୁର୍ଘଟଣା ପ୍ରତି ସଜାଗ ରୁହନ୍ତୁ। କୋର୍ଟ-କଚେରୀ ମାମଲାରେ ସାବଧାନ ରହିବେ। ଅଧିକ ଖର୍ଚ୍ଚ ହେବାରୁ ଆର୍ଥିକ ଅସୁବିଧା ରହିବ।  ଜଗନ୍ନାଥଙ୍କର କୃପାରୁ ଆଜିର ଦିନ ଆନନ୍ଦ ଏବଂ ଉଲ୍ଲାସ ଭରା ରହିବ। ଆଜି କରାଯାଇଥିବା ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ଘରର ବାତାବରଣ ପ୍ରଫୁଲ୍ଲିତ ରହିବ। ବିବାହିତା ମହିଳା ମାନଙ୍କପାଇଁ ବାପ ଘରୁ ମଧ୍ୟ ଲାଭ ହୋଇପାରେ ଏବଂ ଭଲ ସମାଚାର ମିଳିପାରେ। ଆର୍ଥିକ ଲାଭର ସମ୍ଭାବନା ଅଛି।ପ୍ରତିକାର–ଫୁଲଗଛରେ ପାଣିଛିଞ୍ଚିବେ।

ସିଂହ : ତନ-ମନରେ ଖୁସି ଏବଂ ପ୍ରଫୁଲ୍ଲିତ ରହିବେ। ପରିଜନମାନଙ୍କ ଏବଂ ମିତ୍ରମାନଙ୍କ ସହିତ ଉତ୍ତମ ଭୋଜନ ଯାତ୍ରା କିମ୍ବା ସାକ୍ଷାତର ଅବସର ଆସିବ। ଜୀବନସାଥୀଙ୍କ ସହିତ ଆତ୍ମୀୟତାର ଅବସର ଆସିବ। ଆର୍ଥିକ ଲାଭ ହେବ। ଶୁଭ ଅବସର ଉପରେ ବାହର ଯାତ୍ରା ହେବ। ଆନନ୍ଦଦାୟକ ସମାଚାର ପ୍ରାପ୍ତ ହେବ।  ଅନେକ ପ୍ରକାରର ଚିନ୍ତାରେ ହଇରାଣ ହୋଇପାରନ୍ତି। ଆଜି ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦିଅନ୍ତୁ। ସ୍ଵଜନ ଏବଂ ସ୍ନେହୀଜନମାନଙ୍କ ସାଥିରେ ମତଭେଦ ହୋଇପାରେ। ସମ୍ଭବ ହେଲେ କୌଣସି କାର୍ଯ୍ୟ ଆଜି ଅଧୂରା ଛାଡ଼ନ୍ତୁ ନାହିଁ। କୌଣସି କାରଣବଶତଃ ବ୍ୟୟ ମଧ୍ୟ ଅଧିକ ହୋଇପାରେ।ପ୍ରତିକାର– ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

କନ୍ୟା : ନକାରାତ୍ମକ ବିଚାର ଆପଣଙ୍କ ଉପରେ ପ୍ରଭାବ ନ ପକାଉ ଏହାର ଧ୍ୟାନ ରଖିବେ। ମାନସିକ ଅସୁସ୍ଥତା ଆପଣଙ୍କୁ ଅସୁବିଧାରେ ପକାଇପାରେ। ସ୍ଵାସ୍ଥ୍ୟ ସମ୍ବନ୍ଧରେ ଅଭିଯୋଗ ରହିବ। ଚାକିରିରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସାବଧାନୀପୂର୍ବକ କାର୍ଯ୍ୟ କରିବେ। ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିବ। ଶତ୍ରୁ ନିଜର ଚାଲରେ ସଫଳ ହେବେ। ଏହି ସମୟଟି ଘର ପ୍ରତି ଧ୍ୟାନ ଦେବାର ଅଛି । ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ । ଚିନ୍ତା ଦୂର ହେବ ଏବଂ ଆପଣ ମାନସିକ ରୂପରେ ଆନନ୍ଦିତ ଅନୁଭବ କରିବେ। ପାରିବାରିକ ଜୀବନରେ ପରସ୍ପର ମଧ୍ୟରେ ସଦ୍ଭାବ ବଢ଼ିବ। ଭାଇ-ଭଉଣୀମାନଙ୍କ ସହିତ ସମ୍ବନ୍ଧରେ ମଧୁରତା ଅନୁଭବ କରିବେ। ଛୋଟ ଯାତ୍ରାର ମଧ୍ୟ ସମ୍ଭାବନା ଅଛି।ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା : ଆଜି ଆପଣ ସାଂସାରିକ ବିଷୟକୁ ଏକପାଖରେ ରଖିକରି ଆଧ୍ୟାତ୍ମିକତା ଆଡ଼କୁ ଧ୍ୟାନ ରହିବ। ଗଭୀର ଭାବନା ଏବଂ ମନ୍ଥନ ଆପଣଙ୍କୁ ଅଲୌକିକ ଅନୁଭୂତି କରାଇବ। ବାଣୀ ଉପରେ ନିୟନ୍ତ୍ରଣ ରଖିବା ବହୁତ ଭ୍ରାନ୍ତ ଧାରଣାରୁ ବଞ୍ଚିତ କରିବ। ଅଚାନକ ଧନ ଲାଭ ହେବ। ଶତ୍ରୁମାନଙ୍କଠାରୁ ବଞ୍ଚିକରି ରୁହନ୍ତୁ। ନୂଆ କାର୍ଯ୍ୟଗୁଡ଼ିକ ପ୍ରାରମ୍ଭ କରନ୍ତୁ ନାହିଁ। ଆପଣଙ୍କୁ କେହି ସାମାଜିକ କାମ ପାଇଁ ସାହାଯ୍ୟ ମାଗିଲେ ଆପଣ ତାହା ଅବଶ୍ୟ କରନ୍ତୁ । ଏଥିରୁ ଆପଣଙ୍କୁ ସନ୍ତୁଷ୍ଟି ମିଳିବା ସହିତ ସେମାନଙ୍କୁ ସାହାଯ୍ୟ ମଧ୍ୟ ମିଳିଯିବ । ଆଗକୁ ବଢ଼ନ୍ତୁ ଏବଂ ଏହି ଅନୁଭବର ମଜ୍ଜା ନିଅନ୍ତୁ । ଆଜି ସାଂସାରିକ ଜୀବନରେ ଆନନ୍ଦ ରହିବ। ପରିଜନମାନଙ୍କ ସହିତ ସାମାଜିକ କାର୍ଯ୍ୟ ହେତୁ ବାହରକୁ ଯାଇପାରନ୍ତି। ଛୋଟ ଯାତ୍ରାର ଆୟୋଜନ ହେବ। ବ୍ୟାପାରୀ ବ୍ୟାପରରେ ବୃଦ୍ଧି କରିପାରନ୍ତି। ସାମାଜିକ କ୍ଷେତ୍ରରେ ଆପଣଙ୍କୁ ସଫଳତା ଏବଂ ଯଶ କୀର୍ତ୍ତି ମିଳିବାର ମଧ୍ୟ ଯୋଗଅଛି।ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ

ବିଚ୍ଛା : ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ଆପଣଙ୍କ ମନକୁ ପ୍ରସନ୍ନ ରଖିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। ।ଅଫିସରେ ମନମାଳିନ୍ୟର ଅବସର ଆସିପାରେ। ଏହା ପ୍ରତି ସାବଧାନ ରହିବା ଆବଶ୍ୟକ ଅଟେ। ଆଜି ଆପଣଙ୍କର ପ୍ରସିଦ୍ଧିରେ ଯାହା ଜାରୀରହିବ , ଆଗାମୀ ଦିନରେ ଆପଣଙ୍କୁ ମଉଜ ମସ୍ତି କରିବାର ସୁଯୋଗ ମିଳିବ । ସବୁ କିଛି ଆପଣଙ୍କର ଆପ୍ରାଣ ଉଦ୍ୟମର ଫଳ । ପେଟ ସମ୍ବନ୍ଧୀତ ରୋଗରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କୌଣସି କାର୍ଯ୍ୟରେ ସଫଳତା ନ ମିଳିବାରୁ ନିରାଶା ହୁଅନ୍ତୁ ନାହିଁ। ସାହିତ୍ୟ କିମ୍ବା ଅନ୍ୟ କୌଣସି ରଚନାତ୍ମକ କଳା ପ୍ରତି ରୁଚି ରହିବ। ସନ୍ତାନମାନଙ୍କର ଭବିଷ୍ୟତରେ ଚିନ୍ତା ହୋଇପାରେ।ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।

ଧନୁ : ଆଜି ଆପଣଙ୍କ ପାଖରେ ପ୍ରତ୍ୟେକ କାର୍ଯ୍ୟ ନିର୍ଵିଘ୍ନରେ ସମ୍ପୂର୍ଣ୍ଣ ହେବ, ଯେଉଁଥିରେ ଆପଣ ଖୁସି ହେବେ। ଚାକିରି ଏବଂ ବ୍ୟବସାୟରେ ସ୍ଥିତି ଆପଣଙ୍କର ଅନୁକୂଳ ରହିବ ଏବଂ କାର୍ଯ୍ୟରେ ସଫଳତା ମିଳିବ। ବୃଦ୍ଧ ତଥା ବରିଷ୍ଠ ନାଗରୀକମାନଙ୍କ ଏବଂ ଉଚ୍ଚ ପଦାଧିକାରିମାନଙ୍କର କୃପା ଦୃଷ୍ଟି ରହିବା କାରଣରୁ ଆପଣ ମାନସିକ ରୂପରେ କୌଣସି ପ୍ରକାରର ବୋଝ ମୁକ୍ତ ହେବେ। ଗୃହସ୍ଥ ଜୀବନରେ ଆନନ୍ଦ ରହିବ। ଧନ ପ୍ରାପ୍ତି ଏବଂ ପ୍ରମୋଶନର ଯୋଗ ଅଛି।  ଆଜିର ଦିନ ପ୍ରତିକୂଳତା ପୂର୍ଣ୍ଣ ହୋଇପାରେ। ପରିଜନମାନଙ୍କ ସହିତ ବାଦ-ବିବାଦରୁ ବଞ୍ଚନ୍ତୁ। ପାରିବାରିକ କାରଣରୁ ଆପଣ ଚିନ୍ତିତ ହୋଇପାରନ୍ତି। ଅନିଦ୍ରା କାରଣରୁ ଆପଣଙ୍କ ସ୍ଵାସ୍ଥ୍ୟ ବିଗିଡ଼ି ପାରେ।ପ୍ରତିକାର:- ଦରିଦ୍ର ନାରାୟଣଙ୍କୁ ଖାଦ୍ୟ ଦିଅନ୍ତୁ।

ମକର : ଦିନର ଆରମ୍ଭ ଚିନ୍ତା ଏବଂ ଉଦ୍ଵେଗର ସହିତ ହେବ, ସ୍ଵାସ୍ଥ୍ୟରେ ଅଭିଯୋଗ ମଧ୍ୟ ରହିବ। ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଦିନ ଭଲ ନୁହେଁ। ଆକସ୍ମିକ ଧନ ଖର୍ଚ୍ଚ ହେବ। ଆଜି ବାଦ-ବିବାଦ ହେବାରେ ମନମାଳିନ୍ୟ ହୋଇପାରେ। ଅତ୍ୟଧିକ କାମୁକତା ଆପଣଙ୍କ ମାନଭଂଗର କାରଣ ନବନୁ ଏହାର ଧ୍ୟାନ ରଖିବେ। ଯାତ୍ରାରେ କଠିନତା ଆସିପାରେ। ଆଜି ଆପଣଙ୍କୁ ଆପଣଙ୍କ ପରିବାର ଲୋକଙ୍କର ସହାୟତା ମିଳିବ । ଯଦି ଆପଣ କିଛି ଅସୁବିଧାରେ ପଡ଼ିଛନ୍ତି ତାହାହେଲେ ପରିବାର ଲୋକଙ୍କ ସାହାଯ୍ୟ ମଧ୍ୟ ନେଇପାରନ୍ତି । ଆଜିର ଦିନ ଆଲସ୍ୟ ତଥା ଥକା ଲାଗିପାରେ। ପେଟ ସମ୍ବନ୍ଧିତ ଯନ୍ତ୍ରଣା ଯୋଗୁଁ ଅସୁବିଧା ହୋଇପାରେ। ସଫଳତା ପ୍ରାପ୍ତ କରିବା ପାଇଁ ପରିଶ୍ରମ ଅଧିକ କରିବାକୁ ପଡ଼ିବ। ଧାର୍ମିକ ଯାତ୍ରାର ସମ୍ଭାବନା ଅଛି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ।ପ୍ରତିକାର: ମୁଗ ଧର୍ମାନୁଷ୍ଠାନରେ ଦାନ କରନ୍ତୁ।

କୁମ୍ଭ : ବିନା ଭାବି ଚିନ୍ତି କୌଣସି କାମ କରିବେ ନାହିଁ। କାର୍ଯ୍ୟରେ ସଫଳତା ମିଳିବ। ପ୍ରତିଯୋଗୀମାନଙ୍କୁ ଆପଣ ପରାସ୍ତ କରି ପାରିବେ। ଭାଇ-ବନ୍ଧୁମାନଙ୍କ ଏବଂ ପଡ଼ୋଶୀମାନଙ୍କ ସହିତ ଖୁବ୍ ଭଲ ସମ୍ବନ୍ଧ ରହିବ। ଆର୍ଥିକ ଲାଭ ମିଳିବ। ସାର୍ବଜନିକ ମାନ-ସମ୍ମାନ ପ୍ରାପ୍ତି ହେବ। ଚିତ୍ତରେ ପ୍ରସନ୍ନତା ରହିବ।  ଆଜିର ଦିନ ଆପଣଙ୍କ ପାଇଁ ଶୁଭ ଅଟେ। ଚାକିରିପେଶା ଲୋକଙ୍କର ପ୍ରମୋଶନର ଯୋଗ ଅଛି। ପରିବାରରେ ମିତ୍ରତାପୂର୍ଣ୍ଣ ବାତାବରଣ ରହିବ। ନୂଆ ସାଜ-ସଜ୍ଜାରେ ଘରର ଶୋଭା ବୃଦ୍ଧି କରିବେ। ମାତାଙ୍କଠାରୁ ମଧ୍ୟ ଲାଭ ମିଳିବ। ଧନ ଏବଂ ପ୍ରତିଷ୍ଠାରେ ବୃଦ୍ଧି ହେବ।ପ୍ରତିକାର-କୌଣସି ଛୋଟ ଛୁଆକୁ ମିଠା ଖାଇବାକୁ ଦେବେ।

ମୀନ : ଆପଣ ଜିଦ୍ଦୀ ବ୍ୟବହାର ଛାଡ଼ିକରି ସମାଧାନ ପୂର୍ଣ୍ଣ ବ୍ୟବହାର ଆଜି ଆପଣାଇବାକୁ ହେବ। ଆପଣଙ୍କ ଅନିୟନ୍ତ୍ରିତ ବାଣୀ କାହା ସହିତ ମନମାଳିନ୍ୟ କରିପାରେ। ଦ୍ୱନ୍ଦ୍ୱରେ ଫସିଥିବା ମନ ଆପଣଙ୍କୁ କୌଣସି ଠୋସ ନିର୍ଣ୍ଣୟ ନେବାକୁ ଦେବନାହିଁ। ଆଜି କୌଣସି ମହତ୍ଵପୂର୍ଣ୍ଣ ନିର୍ଣ୍ଣୟ ନିଅନ୍ତୁ ନାହିଁ। ସ୍ଵାସ୍ଥ୍ୟର ବିଶେଷ ଧ୍ୟାନ ରଖିବେ। ଆଜି ଆପଣ କାହା ଉପରେ ନିର୍ଭର କରୁଛନ୍ତି । ଆପଣ ସମସ୍ତଙ୍କୁ ବିଶ୍ୱାସ ବହୁତ ଶିଘ୍ର କରିନିଅନ୍ତି ।ଏହି ଅଭ୍ୟାସକୁ ଆପଣ ପରିବର୍ତ୍ତନ କରନ୍ତୁ ନହେଲେ ଏହି ଅଭ୍ୟାସ ପାଇଁ ଆପଣ ପଛରେ ହଇରାଣରେ ପଡ଼ିବେ । ବ୍ୟାପାରୀବର୍ଗଙ୍କ ପାଇଁ ଆଜିର ଦିନ ଶୁଭଫଳଦାୟୀ ଅଟେ। ବ୍ୟାପାର ତଥା ଆୟରେ ବୃଦ୍ଧି ହେବ। ମିତ୍ରମାନଙ୍କର ଲାଭ ହେବ। ଚାକିରିରେ ଉଚ୍ଚାଧିକାରିମାନଙ୍କର କୃପାଦୃଷ୍ଟି ରହିବ। ଆପଣଙ୍କ ପ୍ରମୋଶନ ହୋଇପାରେ। ବିବାହ ଇଚ୍ଛୁକ ବ୍ୟକ୍ତିମାନଙ୍କୁ ଜୀବନସାଥୀ ମିଳିବାର ଯୋଗ ଅଛି।ପ୍ରତିକାର–ଫୁଲଗଛରେ ପାଣିଛିଞ୍ଚିବେ।

Leave a Reply

Your email address will not be published. Required fields are marked *