୧୯ ଜୁନ ୨୦୧୯ ବୁଧବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ମହା ଲକ୍ଷ୍ମୀ ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

ମେଷ – ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ ।  ଏହି ସମୟ ବର୍ତ୍ତମାନ ପରିବାର ଲୋକଙ୍କ ମଧ୍ୟରେ ସୁସମ୍ପର୍କ ପ୍ରତିଷ୍ଠା କରିବାର ସମୟ ଅଟେ ଯାହାଦ୍ୱାରା ଆପଣ ନିଜକୁ ପରିବାର ଲୋକଙ୍କ ନିକଟତର ପାଇବେ । ଆଜି ଆପଣ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହିଁବେ ।ନିଜର ବୌଦ୍ଧିକ ଶକ୍ତିରେ ଲେଖନ କାର୍ଯ୍ୟ ଏବଂ ସୃଜନାତ୍ମକ କାର୍ଯ୍ୟ କରିବାରେ ଆଗକୁ ବଢ଼ିବେ। ଆକସ୍ମିକ ଖର୍ଚ୍ଚର ଯୋଗ ଅଛି। ମଧ୍ୟାହ୍ନ ପରେ କାର୍ଯ୍ୟରେ ସଫଳତା ମିଳିବାରୁ ମାନସିକ ରୂପରେ ଆପଣ ପ୍ରସନ୍ନ ରହିବେ। ଆଜି ଯଶ ଏବଂ କୀର୍ତ୍ତି ମଧ୍ୟ ପ୍ରାପ୍ତ ହେବ,ପ୍ରତିକାର– ଅସହାୟକୁ ନିରାଶ କରିବେ ନାହିଁ।ପ୍ରତିକାର– ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ବୃଷ – ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ । ଆଜି ଆପଣଙ୍କର ନୂଆ ପରିଚୟ ଦ୍ୱାରା ନୂଆ ବନ୍ଧୁ କରିବେ ।ଭଲ ହେବ ଯଦି ଆପଣ ଏହି ଦିଗରେ ପ୍ରଥମେ ପାଦ ବଢାଇବେ ଏବଂ କଥା ଆରମ୍ଭ କରିବେ । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ କଟାଇଲେ ଶୁଭ ହେବ ।ସ୍ଵାସ୍ଥ୍ୟ ଦୃଷ୍ଟିରୁ ଆଜି ଆପଣ ଆନନ୍ଦିତ ରହିବେ। ମିତ୍ର ତଥା ସମ୍ବନ୍ଧିମାନଙ୍କ ସହିତ ବୁଲିବାକୁ ଯିବାକୁ ଯୋଜନା ବନାଇବେ ଏବଂ ଆନନ୍ଦପ୍ରଦ ଯାତ୍ରା ମଧ୍ୟ କରି ପାରିବେ। ସାମାଜିକ ରୂପରେ ସମ୍ମାନ ପ୍ରାପ୍ତି ହେବ। ଭାଗିଦାରୀଙ୍କ ସହିତ ଚର୍ଚ୍ଚା ସକାରାତ୍ମକ ହେବ,ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନି – ଆଜି ଆପଣଙ୍କ ଘରୋଇ ଜୀବନରେ କିଛି ଉତଥାନ ପତ୍ତନ ହେବାର ଅଛି । କିନ୍ତୁ ଆଦୌ ବ୍ୟସ୍ତ ହୁଅନ୍ତୁ ନାହିଁ । ଯାହା ହେବ ଭଲ ହେବ । ଘରକୁ ଅତିଥି ଆସିବେ ଏବଂ ଖୁସି ବଢ଼ିବ ।  ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।ବୋଧହୁଏ ଯେ କୌଣସି ମହତ୍ତ୍ୱପୂର୍ଣ୍ଣ ଚ଼ୁକ୍ତି ହେଇପାରେ କିମ୍ବା କୌଣସି ପରିଯୋଜନାକୁ ଶେଷ ରୂପେ ମିଳିପାରେ ।ଅନୈତିକ କାର୍ଯ୍ୟ ଏବଂ ନକାରାତ୍ମକ ବିଚାରୁ ଦୂରରେ ରୁହନ୍ତୁ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ପରିବାରରେ ମନମାଳିନ୍ୟ ହେବାରୁ ଶାରୀରିକ ଏବଂ ମାନସିକ ଅସୁସ୍ଥତା ହୋଇପାରେ, ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ବିଦେଶରୁ ଭଲ ସମାଚାର ପ୍ରାପ୍ତ ହେବ, ପ୍ରତିକାର– ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ – ଆଜି ଆପଣ ନିଜ କାର୍ଯ୍ୟସ୍ଥଳରେ ବହୁତ ପରିଶ୍ରମ କରିବେ ଏବଂ ଆପଣଙ୍କୁ ନିଜ ଉପଲବ୍ଧି ଉପରେ ଗର୍ବ ହେବ । କିନ୍ତୁ ଆଜି ଆପଣ ନିଜ ପରିବାର ସହିତ କିଛି ସମୟ ଅତିବାହିତ କରିବା ଜରୁରୀ ।  ଆଜିର ଦିନ ଶୁଭଫଳଦାୟୀ ଅଟେ। ବ୍ୟବସାୟରେ ସ୍ଥିତି ଅନୁକୂଳ ରହିବ ତଥା ଆପଣଙ୍କ କାର୍ଯ୍ୟର ଉଚିତ ପ୍ରଶଂସା ମଧ୍ୟ ହେବ। ସାମାଜିକ ରୂପରେ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। କାର୍ଯ୍ୟ ମଧ୍ୟ ସରଳତାପୂର୍ବକ ସଂପନ୍ନ ହେବ ଏବଂ ଏହି କାର୍ଯ୍ୟଗୁଡ଼ିକରେ ଲାଭ ମଧ୍ୟ ହେବ,ପ୍ରତିକାର:- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।ପ୍ରତିକାର– ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ସିଂହ – ହି ସମୟରେ ନିଜର ଲୋକମାନଙ୍କ ସହିତ ମଜା କରନ୍ତୁ ,କିନ୍ତୁ ଏହାସହ ନିଜ କାର୍ଯ୍ୟକୁ ମଧ୍ୟ ଠିକ୍ ସମୟରେ ସାରିବା ପାଇଁ ଚ଼େଷ୍ଟା କରନ୍ତୁ । ଘର ଏବଂ ବାହାରର କାର୍ଯ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା ଆଜି ଆପଣଙ୍କର ମୂଳମନ୍ତ୍ର ହେବା ଉଚ଼ିତ୍ । ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚ଼ତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚ଼ିତ୍ ।ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଆଜି ଭଲ ରହିବ। ପରିଜନମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ। ଛୋଟ ଯାତ୍ରାର ଯୋଗ ଅଛି। ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କ ସହିତ ଆନନ୍ଦ ପୂର୍ବକ ସମୟ ବିତିବ। ପ୍ରତିକାର: କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା – ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।  ମନେରଖନ୍ତୁ ନିଜର ସବୁ ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ନିଜେ ସମାପନ କରନ୍ତୁ । ଯଦି ଏହି କାର୍ଯ୍ୟ ପାଇଁ ଆପଣ ଆଉ କାହା ଉପରେ ନିର୍ଭର କରିବେ ତାହାହେଲେ ଆପଣ ନିରାଶ ହେବେ ।ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ବର୍ଷିବ। ସାମାଜିକ ରୂପରେ ଯଶ ଏବଂ କୀର୍ତ୍ତି ବୃଦ୍ଧି ହେବାର ସମ୍ଭାବନା ଅଛି। ବ୍ୟାପାରରେ ଲାଭ ହେବ। ବିବାହ ଉତ୍ସୁକ ଜାତକର ବିବାହର ଆୟୋଜନ ସଫଳତା ପୂର୍ବକ ହେବ। ମଧ୍ୟାହ୍ନ ପରେ ସ୍ଵାସ୍ଥ୍ୟ ବିଗିଡ଼ି ପାରେ, ଏହାର ଧ୍ୟାନ ରଖିବେ।ପ୍ରତିକାର– ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ

ତୁଳା – ସାମାଜିକ ସମାରୋହକୁ ଆପଣ ସର୍ବଦା ମନେରଖିବେ । ଆଜି ଆପଣଙ୍କ ଘରେ ଲୋକମାନଙ୍କ ଗହଳି ଚ଼ହଳି ଲାଗିରହିବ । ବୋଧହୁଏ ସେମାନେ ଆପଣଙ୍କ ଘରେ ରହିପାରନ୍ତି । ତଥାପି ଆପଣଙ୍କ ଦିନଚ଼ର୍ଯ୍ୟାରେ ପରିବର୍ତ୍ତନ ହେବ ।  ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।ଆପଣଙ୍କ ସ୍ଵଭାବରେ ଆଜି କିଛି ଅଧିକ ସମ୍ବେଦନଶୀଳତା ରହିବ। କାର୍ଯ୍ୟ ସଫଳତାରେ ମାନସିକ ରୂପରେ ଆପଣ ପ୍ରଫୁଲ୍ଲିତ ରହିବେ। ଯଶ ଏବଂ କୀର୍ତ୍ତିରେ ମଧ୍ୟ ବୃଦ୍ଧି ହେବ। ମା’ ଘର ପଟରୁ ଭଲ ସମାଚାର ପ୍ରାପ୍ତ ହେବ।ପ୍ରତିକାର:- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଛା – ଆଜି ଆପଣଙ୍କ ଘରେ ଖୁସିର ପରିବେଶ ରହିବେ । ଆଜି ଆପଣ ଏବଂ ଆପଣଙ୍କ ଘରଲୋକେ ମଉଜ ମଜଲିସରେ ମଜ୍ଜି ରହିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ । ଏମିତି ଲାଗୁଛି ଯେପରି ଆପଣଙ୍କର ଆଖପାଖର ପରିସ୍ଥିତି ଖରାପ ଆଡ଼କୁ ଗତିକରୁଛି । ଆପଣଙ୍କ କାର୍ଯ୍ୟସ୍ଥଳରେ କିଛି ଅଦରକାରୀ ପରିବର୍ତ୍ତନ ହୋଇପାରେ ।ଆଜି ସାଂସାରିକ ବିଷୟଗୁଡ଼ିକ ଛାଡ଼ି ଆଧ୍ୟାତ୍ମିକ ବିଷୟ ଆଡ଼କୁ ଆପଣ ବେଶୀ ଢଳିବେ। କୌଣସି ନକାରାତ୍ମକ ଭାବନାକୁ ମହତ୍ଵ ନ ଦେଇକରି ମାନସିକ ରୂପରେ ସୁସ୍ଥ ରହିବାକୁ ଚେଷ୍ଟା କରନ୍ତୁ। ଶାରୀରିକ ପ୍ରଫୁଲ୍ଲତା ଏବଂ ମାନସିକ ପ୍ରସନ୍ନତା ରହିବ,ପ୍ରତିକାର: ଷଣ୍ଢକୁ କିଛିଖାଦ୍ୟ ଖୁଆନ୍ତୁ।

ଧନୁ  – ଆଜି ଆପଣ ନିଜ ଘରେ ସୁଖଶାନ୍ତିରେ ଆଶା କରି ପାରନ୍ତି । ଆଜି ଆପଣଙ୍କ ଘରେ ଅତିଥି ମାନଙ୍କର ବହୁତ ଭଲଭାବେ ଚ଼ର୍ଚ୍ଚାହେବ ଏବଂ ଆପଣ ସେମାନଙ୍କ ସହ ଭଲ ସମୟ ଅତିବାହିତ କରିବେ । ଏହିଭଳି ସାମାଜିକ ସମାରୋହରେ ଭାଗ ନିଅନ୍ତୁ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଏବଂ ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ। ଆମୋଦ-ପ୍ରମୋଦ ସମ୍ବନ୍ଧିତ ବସ୍ତୁକୁ କିଣିବା ଯୋଗୁଁ କ୍ରେତାଙ୍କର ଖର୍ଚ୍ଚ ଅଧିକ ହେବାର ଆଶଂକା ଅଛି। ବ୍ୟବସାୟ କ୍ଷେତ୍ରରେ ବାତାବରଣ ଭଲ ରହିବ।ଆପଣଙ୍କ କାମରେ ଭଲ ବୃଦ୍ଧି ହେବ। ସ୍ଵାସ୍ଥ୍ୟ ପାଇଁ ଆଜିର ଦିନ ଭଲ।ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।ଏ

ମକର – ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସିବାର ସମ୍ଭାବନା ରହିଛି । ଏହା ଦ୍ୱାରା ଆପଣଙ୍କ ଘରେ ଆନନ୍ଦର ପରିବେଶ ରହିବ । ଯଦି ଆପଣ କାର୍ଯ୍ୟରେ ବ୍ୟସ୍ତ ରୁହନ୍ତି ତଥାପି ସମୟ ବାହାରକରି ସେମାନଙ୍କ ସହ ଆନନ୍ଦିତ ହୁଅନ୍ତୁ । ଆଜ ଦିନ ଭଲ ଅଛି, ଆପଣ କାହା ସହିତ ଅଧିକ ବାଦ-ବିବାଦ କରନ୍ତୁ ନାହିଁ, ତାହାହିଁ ଆପଣଙ୍କ ପାଇଁ ହିତକର ହେବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଏବଂ ଉପାସନାର ପଛରେ ଧନ ଖର୍ଚ୍ଚ ହୋଇପାରେ। ପରିଜନମାନଙ୍କ ସହିତ ମନମାଳିନ୍ୟ ନହେଉ ସେଥିପାଇଁ ବାଣୀକୁ ନିୟନ୍ତ୍ରିତ ରଖିବେ |ଆଜିର ଦିନ ଆପଣଙ୍କ ଆମଦନୀ ଭଲ ହେବାର ସଂକେତ ମିଳୁଛି। ଏହା ଫଳରେ ଆପଣଙ୍କୁ ଖୁସି ମିଳିବ। ପ୍ରେମ ସମ୍ବନ୍ଧରେ ସାଥୀର ମନକୁ ଛୁଇଁଲାଭଳି କଥା ହୋଇପାରେ |ପ୍ରତିକାର–ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କୁମ୍ଭ – ଗୋଟିଏ ପକ୍ଷରେ ଆପଣ ସାମାଜିକ ସମାରୋହରେ ଭାଗ ଲେବାପାଇଁ ଚ଼ାହିଁବେ ଏବଂ ଅନ୍ୟ ପକ୍ଷରେ ଆପଣ ଏହା ମଧ୍ୟ ଧ୍ୟାନ ରଖନ୍ତୁ ଯେ ଆପଣଙ୍କ କାର୍ଯ୍ୟ ଯେପରି ଠିକ୍ ସମୟରେ ପୁର୍ଣ୍ଣ ହୁଅନ୍ତୁ । ଏହି ସମୟଟି ଭାବିଚ଼ିନ୍ତି କରି ପାଦ ଉଠାଇବାର ଅଛି । ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସିବାର ସମ୍ଭାବନା ରହିଛି । ଏହା ଦ୍ୱାରା ଆପଣଙ୍କ ଘରେ ଆନନ୍ଦର ପରିବେଶ ରହିବ । ଯଦି ଆପଣ କାର୍ଯ୍ୟରେ ବ୍ୟସ୍ତ ରୁହନ୍ତି ତଥାପି ସମୟ ବାହାରକରି ସେମାନଙ୍କ ସହ ଆନନ୍ଦିତ ହୁଅନ୍ତୁ ।ଆଜି ବିଦ୍ୟାର୍ଥିମାନଙ୍କ ପାଇଁ ଦିନ ଅନୁକୂଳ ଅଟେ। ସ୍ଵଭାବର ଦୂରପଣ ଛାଡ଼ିକରି ଆଗକୁ ବଢ଼ିବେ ତେବେ ଅନେକ ସମସ୍ୟାର ନିରାକରଣ ହେବାପରି ଦେଖାଯିବ,ପ୍ରତିକାର: ରୁଟି ଓ ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ – ଆଜି ଆପଣ ଘର ଏବଂ କାର୍ଯ୍ୟରେ ବୋଝ ଅନୁଭବ କରିବେ । ବହୁତ ଲୋକ ଆପଣଙ୍କୁ ଉପଦେଶ ମାଗିବେ । ଆପଣ ସାଧୁତା ଆବଲମ୍ବନ କରି ଉପଦେଶ ଦିଅନ୍ତୁ ଏବଂ ଯେଉଁ କାର୍ଯ୍ୟ କରୁଛନ୍ତି ତାର ପୁରା ଦାୟିତ୍ତ୍ୱ ନିଅନ୍ତୁ । ଆଜି ଆପଣ ବନ୍ଧୁଙ୍କ ସହିତ ଝଗଡ଼ା କରିବା ଦ୍ୱାରା ଚ଼ିନ୍ତାରେ ପଡ଼ିଯିବେ । ଏହି କଥା ପାଇଁ ଆପଣଙ୍କୁ ବହୁତ ଆଶ୍ଚର୍ଯ୍ୟ ଲାଗିବ ଏବଂ ବହୁତ ବୁଦ୍ଧିର ସହିତ ଆପଣଙ୍କୁ ଏହି ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡ଼ିବ । ଧନର ଦେବା-ନେବା, ଅସୁଲି କିମ୍ବା ନିବେଶ କରବା ସମୟରେ ସାବଧାନ ରୁହନ୍ତୁ। କୋର୍ଟ-କଚେରୀର କଥାଗୁଡ଼ିକରେ ସମ୍ଭାଳିକରି ଚାଲିବେ। ବାଣୀ ଏବଂ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟରେ ସୁଧାର ହେବ,ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ

Leave a Reply

Your email address will not be published.