April 15, 2024

Odia Express

News For Public

୨୬ ଜୁନ ୨୦୧୯ ବୁଧବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ମହାଲକ୍ଷ୍ମୀ ଏହି ୩ଟି ରାଶିର ଭାଗ୍ୟ ବଦଳେଇଦେବେ

1 min read

ମେଷ  : ଆଜି ଆପଣ ନିଜ ଘରେ ଆନନ୍ଦପୂର୍ଣ୍ଣ ଦିନ ବିତାଇବେ । ଖୁସି ପାଇଁ ଏହା ଜରୁରୀ ନୁହେଁ ଯେ ଆପଣ କୌଣସି ପ୍ରକାର ବାହାରେ ହିଁ ପଇସା ଖର୍ଚ୍ଚ କରି ଆନନ୍ଦ ଉଠାଇବେ ବେଳେ । ବେଳେ ଛୋଟ ଛୋଟ ଜିନିଷ ବି ଜୀବନରେ ବହୁତ ଖୁସି ଦିଏ । ବହୁତ ଗୁଡିଏ ସ୍ଥାନକୁ ଯାତ୍ରାକରିବାର ସୁଯୋଗ ଆସିପାରେ ଏବଂ ଏହା ମଧ୍ୟରୁ ଗୋଟିଏ ଆପଣ ବାଛିବେ । ଭିନ୍ନ ପ୍ରକାର ଦ୍ୱନ୍ଦ ମଧ୍ୟରେ ଆପଣଙ୍କୁ ନିଷ୍ପତ୍ତି ନେବାକୁ ପଡିବ ଏବଂ ଆପଣଙ୍କ ସହ ଯାତ୍ରା ନିଷ୍ପତ୍ତି ବାହାରେ କିଛି ଯୋଜନା କରିପାରନ୍ତି । ପରିବାରର ସଦସ୍ୟମାନଙ୍କ ସହିତ ମିଳିକରି ଆପଣ ଆନନ୍ଦପୂର୍ବକ ସମୟ କଟାଇବେ। ସ୍ଵାସ୍ଥ୍ୟ ଭଲ ରହିବ। ଯଶ, କୀର୍ତ୍ତି ଏବଂ ଆନନ୍ଦ ପ୍ରାପ୍ତି ହେବ। ଚାକିରି କ୍ଷେତ୍ରରେ ସହକର୍ମିମାନଙ୍କର ସହଯୋଗ ପ୍ରାପ୍ତ ହେବ। ମାମୁଁଘର ତରଫରୁ ଭଲ ସମାଚାର ମିଳିବ ତଥା ଲାଭ ହେବ। ପ୍ରତିକାର : କୁକୁରକୁ ଖାଇବାକୁ ଦିଅନ୍ତୁ।

ବୃଷ : ଆଜି ଆପଣଙ୍କର ଘର ଉପରେ ଖୁସି ବିଛାଇ ହୋଇଥିବ । ଏହି ଅବସରର ଲାଭ ଉଠାଇବା ସହିତ ଆପଣ ସେହି ଲୋକଙ୍କ ସହିତ ମିସିପାରିବେ ଯାହାକୁ ଆପଣ ଅଧିକ ସମୟ ଧରି ମିସି ନଥିବେ । ଆଜି ଆପଣ ସବୁ ଅସୁବିଧାକୁ ଗୋଟିଏ ଆଡକୁ ରଖି ନିଅନ୍ତୁ । ଆପଣଙ୍କ ପରିବାର ଲୋକଙ୍କ ସାଙ୍ଗରେ ଆପଣଙ୍କ ସମ୍ପର୍କ ବହୁତ ମଧୁର ଅଟେ । ନିଜର ସମ୍ପର୍କ ମଧୁର କରିବା ପାଇଁ ଆପଣ ବହୁତ ଚ଼େଷ୍ଟା କରିଛନ୍ତି, ଚ଼େଷ୍ଟା ଜାରି ରଖନ୍ତୁ । ଆଜି ଆପଣ ପରିଜନ ଏବଂ ମିତ୍ରମାନଙ୍କ ମଧ୍ୟରେ ଘେରି ରହିବେ। ବ୍ୟାପାର ସମ୍ବନ୍ଧରେ ଯାତ୍ରା ହେବ ଏବଂ ସେଥିରେ ଲାଭ ହେବ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କୁ ଲାଭ, ମାନ ଏବଂ ପ୍ରତିଷ୍ଠା ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ମିଳିବ। କାର୍ଯ୍ୟଭାରରେ ଆଳସ୍ୟ ଅନୁଭବ କରିପାରନ୍ତି।ପ୍ରତିକାର :- ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ।

ମିଥୁନ : ଆଜି ଆପଣଙ୍କ ଘରେ ସୁଖ ଶାନ୍ତିର ବାତାବରଣ ହୋଇପାରିଛି ।ନିଜ ପରିବାର ସାଂଗରେ କଟାଇଥିବା ସମୟର ପରିପୂର୍ଣ୍ଣ ଆନନ୍ଦ ନିଅ । ଆପଣ ବିଦେଶୀ କଥା ହେବେ ଓ ପରସ୍ପର ଭିତରେ ମଜା କରିବେ ।ଆପଣ ଛୋଟ ଛୋଟ ଖୁସି ନିଜ ପରିବାରର ଲୋକଙ୍କ ସହିତ ବାଣ୍ଟିବେ । ଯଦି ଛୁଟିଦିନ ଦେଖି ଆତ୍ମିୟସୋଜନ ମାନଙ୍କ ସହ ବୁଲିବାକୁ ଯାଆନ୍ତି ଏହି ସମୟଟି ପ୍ରକୃଷ୍ଟ ଅଟେ ।ସେଥିପାଇଁ ବିଧିବୋଧ ଯୋଜନା କରନ୍ତୁ । ପର୍ଯ୍ୟଟନ ବୁଲିବାକୁ ମଧ୍ୟ ଯାଇପାରନ୍ତି ଏବଂ ଏଥିରେ ଆପଣଙ୍କୁ ପରମ ଆନନ୍ଦ ମିଳିବ । ବ୍ୟାପାରିମାନଙ୍କ ପାଇଁ ଆଜିର ଦିନ ଶୁଭ ଅଟେ। ଆର୍ଥିକ ଲାଭ ପ୍ରାପ୍ତ କରି ପାରିବେ। ବିଦେଶରେ ରହୁଥିବା ମିତ୍ର କିମ୍ବା ସ୍ଵଜନମାନଙ୍କ ସମାଚାର ଆପଣଙ୍କୁ ଭାବ-ବିହ୍ୱୋଳ କରିବ। ଲମ୍ବା ଦୂର ଯାତ୍ରାକରିବାର ଯୋଗ ଅଛି। ଅତ୍ୟଧିକ କାମ ବୋଝ କାରଣରୁ ଆଳସ୍ୟ ଅନୁଭବ କରିପାରନ୍ତି।ପ୍ରତିକାର:- ଅନ୍ଧ ଲୋକଙ୍କୁ ଖାଦ୍ୟ ଦାନ କରନ୍ତୁ ।

କର୍କଟ : ଯଦି ଆପଣଙ୍କ ଘରେ ସୁଖଶାନ୍ତି ରହିବେ, ଏହି ସମୟ ଆପଣଙ୍କ ଓ ଆପଣଙ୍କ ର ପରିବାର ବର୍ଗଙ୍କ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ହେବ । ଆପଣମାନେ ପରସ୍ପର ମଧ୍ୟରେ ଭଲ ସମୟ କଟାଇପାରିବେ । ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ । କ୍ରୋଧକୁ ନିୟନ୍ତ୍ରଣରେ ରଖିବେ। ଖର୍ଚ୍ଚ ବଢ଼ିବା କାରଣରୁ ଆର୍ଥିକ ଅସୁବିଧା ଅନୁଭବ କରିପାରନ୍ତି। କୁଟୁମ୍ବଜନମାନଙ୍କ ଏବଂ ସହକର୍ମିମାନଙ୍କ ସହିତ ମନମାଳିନ୍ୟ ହୋଇପାରେ। ଆପଣ ମାନସିକ ସ୍ତରରେ ଅଣନିଶ୍ୱାସୀ ଅନୁଭବ କରିପାରନ୍ତି। ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦେବାର ଆବଶ୍ୟକତା ଅଛି।ପ୍ରତିକାର : ଷଣ୍ଢକୁ କିଛି ଖାଦ୍ୟ ଖୁଆନ୍ତୁ।

ସିଂହ : ଆଜି ଆପଣଙ୍କ ଘରେ ଶାନ୍ତିର ବାତାବରଣ ରହିବ, ନିଜର ଘରୋଇ ଜୀବନକୁ ବଦଳାଇବାରେ ବହୁତ ବଡ଼ ଯୋଗଦାନ ଦେଇଛନ୍ତି । ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ । ଆଜି ଆପଣ ବହୁତ ସନ୍ତୁଷ୍ଟ ଅନୁଭବ କରିବେ ଏବଂ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯିବା ପାଇଁ ଚ଼ାହିଁବେ । ଭଲଭାବେ ପ୍ରସ୍ତୁତ ହୋଇ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯାଆନ୍ତୁ ଏବଂ ଖୁବ୍ ମଜ୍ଜା କରନ୍ତୁ । ଆଜି ର ଦିନ ମଉଜ ମସ୍ତୀ ଏବଂ ମନୋରଞ୍ଜନରେ କଟିବ। ସ୍ଵାଦିଷ୍ଟ ଭୋଜନ ଏବଂ ନୂଆ ବସ୍ତ୍ରାଭୂଷଣ ଆଦି କ୍ରୟ କରିବେ। ବାହନ ସୁଖ ପ୍ରାପ୍ତ ହେବ। ବ୍ୟବସାୟରେ ଭାଗିଦାରୀଙ୍କଠାରୁ ଲାଭ ମିଳିବ। ମାନ-ସମ୍ମାନ ମିଳିବ।ପ୍ରତିକାର : ପଙ୍ଗୁ ଭିକାରୀଙ୍କୁ ଖାଇବାକୁ ଦିଅନ୍ତୁ ।

କନ୍ୟା : ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି । ଆପଣଙ୍କ ମନ ଆଜି ଖୁସି ରହିବ । ଏଥିରେ କେହି ବାଧା ସୃଷ୍ଟି କରିପାରିବେ ନାହିଁ ।ଏହା ଆପଣଙ୍କୁ କାର୍ଯ୍ୟ ସମ୍ପାଦନରେ ଏକ ସକାରାତ୍ମକ ମନଭାବ ସୃଷ୍ଟି କରିବ । ଏହି ପ୍ରକାର ମନଭାବ ନେଇ ଆଗେଇ ଚାଲନ୍ତୁ ଓ ବାକି ରହିଥିବା କାମଗୁଡିକ ଶେଷ କରନ୍ତୁ । ଦିନ ମଧ୍ୟମ ଫଳଦାୟୀ ପ୍ରମାଣିତ ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ଭୁଲ ବୁଝାବଣା ସୃଷ୍ଟି ହେବାର କାରଣରୁ ମନମାଳିନ୍ୟ ହୋଇପାରେ। ଆଜି କୌଣସି ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବାରୁ ବଞ୍ଚିତ ରୁହନ୍ତୁ। ଅନିଦ୍ରା ଚିନ୍ତାର କାରଣ ହେବ ଏବଂ ସମୟରେ ଭୋଜନ ନ ମିଳିବାରୁ କ୍ରୋଧିତ ହେବେ।ପ୍ରତିକାର :- ପଙ୍ଗୁ ଭିକାରୀକୁ ଖାଦ୍ୟ ଦିଅନ୍ତୁ।

ତୁଳା : ଆଜି ଆପଣଙ୍କ ଘରେ ସୁଖ ଶାନ୍ତିର ବାତାବରଣ ହୋଇପାରିଛି ।ନିଜ ପରିବାର ସାଂଗରେ କଟାଉଥିବା ସମୟର ପରିପୂର୍ଣ୍ଣ ଆନନ୍ଦ ନିଅ । ଆପଣ ବିଦେଶୀ କଥା ହେବେ ଏବଂ ପରସ୍ପର ଭିତରେ ମଜା କରିବେ ।ଆପଣ ଛୋଟ ଛୋଟ ଖୁସି ନିଜ ପରିବାରର ଲୋକଙ୍କ ସହିତ ବାଣ୍ଟିବେ । ଆଜି ଆପଣ ନିଜର ମାର୍ଗ ଦର୍ଶନ ପାଇଁ ନିଜର ଆଧ୍ୟାତ୍ମିକତ୍ଜ୍ଞାନର ସାହାରା ନେବେ ।ବୋଧ ହୁଏ ଆପଣ କୌଣସି ଆଧ୍ୟାତ୍ମିକ ବ୍ୟକ୍ତିଙ୍କର ଉପଦେଶେ ନେଇପାରନ୍ତି । ଏହି ବ୍ୟକ୍ତିଙ୍କର ଉପଦେଶ ଉପରେ ଆପଣ ଭରଷା କରିପାରନ୍ତି । ଆର୍ଥିକ ଦେବା-ନେବା କରନ୍ତୁ ନାହିଁ। ଖର୍ଚ୍ଚର ମାତ୍ରା ଅଧିକ ହୋଇପାରେ। ଶାରୀରିକ ଏବଂ ମାନସିକ ରୁପରେ ଅସୁବିଧା ହୋଇପାରେ। ସ୍ଵଜନମାନଙ୍କ ସହିତ ମତଭେଦ ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ମାନହାନିର ଆଶଂକା ଅଛି।ପ୍ରତିକାର :- ମାଙ୍କଡକୁ କଦଳୀ ଦିଅନ୍ତୁ।

ବିଚ୍ଛା : ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ । କୌଣସି ଏକ ଅଶୋଭନୀୟ କଥାବାର୍ତ୍ତା ଉପରେ ନିୟନ୍ତ୍ରଣ ରଖନ୍ତୁ । କାରଣ ସାମାନ୍ୟ କଥାରେ ଆପଣ ଉତ୍ତେଜିତ ହୋଇ ପାରନ୍ତି ଓ ଝଗଡା ହୋଇପାରେ ।ଶାନ୍ତିର ସହ ନିଜର କାଯ୍ୟରେ ନିୟୋଜିତ ରୁହନ୍ତୁ । ମାତାଙ୍କର ସ୍ୱାସ୍ଥ୍ୟ ଆପଣଙ୍କୁ ଚିନ୍ତା ହୋଇପାରେ। ଯାତ୍ରା ପାଇଁ ଆଜିର ଦିନ ଅନୁକୂଳ ନୁହେଁ। ଛାତିରେ ଅସୁବିଧା ହୋଇପାରେ। ଜମି ସମ୍ବନ୍ଧୀତ ମାମଲାରେ ସାବଧାନୀପୂର୍ବକ ବ୍ୟବହାର କରନ୍ତୁ। ବିଦ୍ୟାର୍ଥିମାନଙ୍କ ମନ ପାଠପଢ଼ାରେ ଲାଗିବ।ପ୍ରତିକାର :- ଅନ୍ଧ ଭିକାରୀଙ୍କର ସେବା କରନ୍ତୁ।

ଧନୁ : ନିଜର ପରିବାର ବର୍ଗଙ୍କୁ ସାହାଯ୍ୟ କରନ୍ତୁ କାରଣ ଯେବେ ଆପଣଙ୍କୁ ତାଙ୍କର ଦରକାର ପଡିବ ସେମାନେ ସବୁବେଳେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିଥିବେ । ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ । ଆଜିର ଦିନ ଖୁସିପୂର୍ବକ ବ୍ୟତୀତ କରିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ କରିବେ। ଘରେ ଭାଇ-ଭଉଣୀମାନଙ୍କ ସହିତ ମେଳ-ମିଳାପ ରହିବ। ସ୍ଵଜନମାନଙ୍କ ଏବଂ ମିତ୍ରମାନଙ୍କ ସହିତ ସାକ୍ଷାତକରିବେ। ଲଘୁ ଯାତ୍ରାର ଯୋଗ ଅଛି। ଆଜି ଆପଣଙ୍କ କାର୍ଯ୍ୟ ସଫଳ ହେବ। ଭାଗ୍ୟରେ ଲାଭଦାୟକ ପରିବର୍ତ୍ତନ ଆସିବ।ପ୍ରତିକାର :- ବିଧବାଙ୍କୁ ସାହାଯ୍ୟ କରନ୍ତୁ।’

ମକର : ଏହି ସମୟଟି ଘର ପ୍ରତି ଧ୍ୟାନ ଦେବାର ଅଛି । ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ । ଆଜି ପାଇଁ ଆପଣଙ୍କର ମୂଳମନ୍ତ୍ର ଅଟେ ବିଶ୍ୱାସ, ଆପଣଙ୍କୁ ଏହା ଜାଣିବାକୁ ଉଚ଼ିତ୍ ଯେ ନିଜର ହିଁ ପ୍ରିୟଜନ ଯେକି ଆପଣଙ୍କୁ ଭଲ ପାଆନ୍ତି, ତଥାପି ବିଶ୍ୱାସ କରିବାରେ କୁଣ୍ଠିତ ଅନୁଭବ କରୁଛନ୍ତି କାହିଁକି ? ଅଫିସ୍ କିମ୍ବା ବ୍ୟବସାୟରେ ଆପଣଙ୍କ ପ୍ରତିଷ୍ଠା ବଢ଼ିବ। ଗୃହସ୍ଥ ଜୀବନରେ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ମିତ୍ର ଏବଂ ସ୍ନେହୀଜନମାନଙ୍କ ସହିତ ସାକ୍ଷାତକରି ଆନନ୍ଦିତ ହେବେ। ଉତ୍ତମ ଭୋଜନ ଏବଂ ବସ୍ତ୍ରାଭୂଷଣ ମିଳିବ।ପ୍ରତିକାର:- ଗୋଟାମୁଗ ମନ୍ଦିରରେ ଦାନ କରନ୍ତୁ।

କୁମ୍ଭ : ମନେ ଅଛି କି ଆପଣ ନିଜର ଘରର ଆଖପାଖରେ କିଛି ପରିବର୍ତ୍ତନ କରିବା ପାଇଁ ଭାବିଥିଲେ । ଘରେ ସାନ୍ତି ବାତାବରଣ ଅଛିକି ସେଥିପାଇଁ ଆରାମରେ ଯେକୌଣସି ପରିବର୍ତ୍ତନ କରି ପାରିବେ । ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ । ଶୁଭ ସମାଚାର ମିଳିବ। ଜୀବନସାଥୀ ଏବଂ ସନ୍ତାନ ଲାଭ ପ୍ରାପ୍ତ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ନୂତନ ବସ୍ତୁ କିଣିବା ପାଇଁ ଅନୁକୂଳ ଦିନ ଅଟେ।ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ : ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ । ଖରାପ ସମୟରେ ଆଜି ଆପଣ ଗତିକରିବେ କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣଙ୍କର ବିଜୟ ସୁନିଶ୍ଚିତ । ଆଜି ଯେତେ ସମସ୍ୟା ଆସିଲେ ସୁଧା ଆପଣ ସବୁ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ଅଛନ୍ତି । ସନ୍ତାନମାନଙ୍କର ସମସ୍ୟାରେ ଚିନ୍ତିତ ହୋଇପାରନ୍ତି। ବୌଦ୍ଧିକ ଚର୍ଚ୍ଚା ତଥା କଥାବାର୍ତ୍ତାରେ ଭାଗ ନିଅନ୍ତୁ ନାହିଁ। ପ୍ରଣୟ ପ୍ରକରଣରେ ସଫଳତା ମିଳିବ। ପ୍ରିୟ ବ୍ୟକ୍ତିମାନଙ୍କ ସହିତ ସାକ୍ଷାତକରି ହେବ। ଶେୟାର-ସଟ୍ଟାରେ ସାବଧାନ ରହିବେ। ଅଧୂରା କାର୍ଯ୍ୟ ପୂର୍ଣ୍ଣ ହେବ।ପ୍ରତିକାର : ଗୁଡ଼ ଓ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

Leave a Reply

Your email address will not be published. Required fields are marked *