April 20, 2024

Odia Express

News For Public

୨ ଜୁଲାଇ ୨୦୧୯ ମଙ୍ଗଳବାର ସୁର୍ଯ୍ୟ ଗ୍ରହଣ,ଆଜିର ରାଶିଫଳ କେମିତି କଟିବ ଆଜି ଆପଣଙ୍କ ଦିନ – ଏହି ୩ଟି ରାଶିର ଲୋକ ସାବଧାନ ରୁହନ୍ତୁ

1 min read

ମେଷ -ଆପଣ ହଠାତ୍ ଏମିତି ଜଣେ ବ୍ୟକ୍ତି ସହ ଦେଖାହୋଇପାରନ୍ତି ଯିଏ ଆପଣଙ୍କୁ ବ୍ୟବସାୟିକ କିମ୍ବା ଆପଣଙ୍କର ଜୀବନ ସମ୍ବନ୍ଧୀୟ ଉପଦେଶ ଦେବେ । ନିଜର ଗୁରୁଜନମାନଙ୍କ ପାଖରୁ ଉପଦେଶ ନିଅନ୍ତୁ କାରଣ ସେମାନଙ୍କ ଅନୁଭବ ଆପଣଙ୍କୁ ବହୁତ ଲାଭବାନ କରାଇବ ।  ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ । ପ୍ରଣୟ, ରୋମାନ୍ସ, ମନୋରଞ୍ଜନ ଏବଂ ମଉଜ-ମସ୍ତୀରେ ଭରପୂର ରହିବ ଆଜିର ଦିନ। ସାର୍ବଜନିକ ଜୀବନରେ ଆପଣ ମହତ୍ତ୍ୱ ପ୍ରାପ୍ତ କରିବେ। ଯଶ ଏବଂ କୀର୍ତ୍ତିରେ ବୃଦ୍ଧି ହେବ। ଭାଗିଦାରୀ ସହିତ ଲାଭ ହେବ। ସୁନ୍ଦର ବସ୍ତ୍ର କିମ୍ବା ବସ୍ତ୍ରାଭୂଷଣ କ୍ରୟ କରିବେ। ମଧ୍ୟାହ୍ନ ପରେ ବିଦେଶରୁ ଭଲ ସମାଚାର ପ୍ରାପ୍ତ ହେବ। ଉଚ୍ଚ ଅଧିକାରୀମାନଙ୍କ ଦ୍ୱାରା ଆପଣଙ୍କ ସହିତ କରାଯାଇଥିବା ବ୍ୟବହାରରେ ଦୁଖ ପହଁଚିପାରେ।ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ବୃଷ – ଆଜି ଆପଣଙ୍କୁ ଆପଣଙ୍କ ପରିବାରର ପୂରା ସହଯୋଗ ମିଳିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ । ଆଜି ସ୍ଵଭାବରେ ଉଗ୍ରତା ଏବଂ କ୍ରୋଧ ରହୁଥିବା କାରଣରୁ ଆପଣଙ୍କ କାମ କରିବାରେ ମନ ଲାଗିବ ନାହିଁ। ବାଦ-ବିବାଦରେ କୌଣସି ଅସନ୍ତୋଷର ବାତାବରଣ ହୋଇପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବାକୁ ପଡ଼ିବ। ଚାକିରି କ୍ଷେତ୍ରରେ ଅବରୋଧ ଆସିବାରୁ ନିର୍ଦ୍ଧାରିତ କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ ନାହିଁ|ପ୍ରତିକାର– ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ।

ମିଥୁନି – ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ । ଆଜି ଆପଣ ନିଜକୁ ପ୍ରସ୍ତୁତ କରିବାର ଦିନ । ନିଜର ବିଲଗୁଡିକୁ ଅଲଗା କରନ୍ତୁ । ଆଲମୀରାଗୁଡ଼ିକୁ ସଫା କରନ୍ତୁ ଏବଂ ନିଜ ପାଇଁ ଗୋଟିଏ ବନେଟ୍ ନିର୍ଦ୍ଧାରଣ କରନ୍ତୁ । ଆଜି ନୂଆ କାର୍ଯ୍ୟ ହାତକୁ ନେବା ହିତକର ନୁହେଁ। ବାହରର ଖାଦ୍ୟ ଖାଆନ୍ତୁ ନାହିଁ। କ୍ରୋଧକୁ ନିୟନ୍ତ୍ରଣରେ ରଖିବା ପାଇଁ ମୌନ ବ୍ରତ ଅଧିକ ଭଲ ପ୍ରମାଣିତ ହେବ। ଧନ ଖର୍ଚ୍ଚ ହୋଇପାରେ। ଶତ୍ରୁ ଆପଣଙ୍କ କ୍ଷତି କରିପାରନ୍ତି, ଏହାର ଧ୍ୟାନ ରଖିବେ| ଉଚ୍ଚ ପଦାଧିକାରିମାନଙ୍କ କୃପାଦୃଷ୍ଟି ରହିବ, ଏହାଫଳରେ ପ୍ରମୋଶନ ହେବାର ସୁଯୋଗ ମିଳିବ। ପିତାଙ୍କର ତରଫରୁ ଲାଭ ହେବ। ସ୍ଵାସ୍ଥ୍ୟ ଭଲ ରହିବ। ପାରିବାରିକ ବାତାବରଣରେ ଖୁସି ରହିବ। ପ୍ରତିକାର– ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କର୍କଟ – ଆଜି ଆପଣଙ୍କ କାହାସହ ନୂଆ ସମ୍ପର୍କର ସ୍ଥାପନା ହୋଇପାରେ । ଦେଖନ୍ତୁ ଏ ସମ୍ପର୍କ ଆପଣଙ୍କୁ କେଉଁଠି ନେଇଯାଇଛି । ଏହା ସହ ସେ ବ୍ୟକ୍ତିଙ୍କୁ କୃତଜ୍ଞତା ଜଣାନ୍ତୁ ଯେ ଆପଣଙ୍କୁ ମାର୍ଗ ଦେଖାଇଛନ୍ତି ।  ଆଜି ଆପଣ ନିଜର ସୀମାଠାରୁ ବାହାରକୁ ଆସି କୌଣସି ପ୍ରକାରର ବିପଦ ଉଠାଇବାକୁ ଚ଼ାହିଁବେ । ଆପଣ ନିଜ ଜୀବନରେ ବହୁତ କିଛି ଜିନିଷ ଆଗକୁ ବଢ଼ାଇବାକୁ ଚ଼ାହିଁବେ,ଯେପରିକି ଆପଣଙ୍କର ସମ୍ପର୍କ ଏବଂ ବ୍ୟବସାୟ ଇତ୍ୟାଦି । ଜଗନ୍ନାଥଙ୍କର ଆଶୀର୍ବାଦରେ ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟରେ ଉତ୍ସାହ ଦେଖାଯିବ। ମନରେ ଫୂର୍ତ୍ତି ଏବଂ ସତେଜ ଅନୁଭବ କରିବେ। ପାରିବାରିକ ବାତାବରଣ ଖୁସି ଓ ଆନନ୍ଦ ପୂର୍ଣ୍ଣ ରହିବ। ମିତ୍ରମାନଙ୍କ ସହିତ ଆନନ୍ଦରେ ସମୟ କାଟିବେ। ମାତାଙ୍କ ତରଫରୁ ଲାଭ ହେବ। ଯାତ୍ରାର ଯୋଗ ଅଛି।ପ୍ରତିକାର– ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ସିଂହ – ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ  କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ । ଆଜି ଆପଣ ଆଶ୍ଚର୍ଯ୍ୟ ହେବେ ,ବହୁଦିନର ସମସ୍ୟାର ସମାଧାନ ଆପଣ କରିଦେଲେ ଯାହା ଆପଣ ବହୁ ଦିନରୁ କରିପାରୁ ନଥିଲେ । ଏହି ସମସ୍ୟା ଆପଣଙ୍କର ପ୍ରିୟଜନ ମାନଙ୍କ ମଧ୍ୟରେ ଚ଼ାଲିଥିଲା । ଆପଣଙ୍କ ଖର୍ଚ୍ଚ ଯୋଗୁଁ ଅତିରିକ୍ତ କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖିବାପାଇଁ ଉପଦେଶ। କାହା ସହିତ ଯୁକ୍ତି ହେବାର ଆଶଂକା ଅଛି। ଆର୍ଥିକ ମାମଲାରେ କିମ୍ବା ଆଦାନ-ପ୍ରଦାନରେ ସାବଧାନ ରହିବେ। ପାରିବାରିକ ସଦସ୍ୟମାନଙ୍କ ସହିତ ଝଗଡ଼ା ହୋଇପାରେ। ନକାରାତ୍ମକ ବିଚାର ମନ ଉପରେ ରହିବ,ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

କନ୍ୟା – ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।  ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ । ଘରସଜ୍ଜା ଉପରେ ବିଶେଷ ଧ୍ୟାନ ଦେବେ। ନୂଆ ଘରପାଇଁ ଦ୍ରବ୍ୟ କିଣିବାର ସଂଭାବନା ଅଛି। ବ୍ୟାପାରିମାନଙ୍କ ଏବଂ ଚାକିରି କରୁଥିବା ଲୋକମାନଙ୍କର ଲାଭ ତଥା ପଦୋନ୍ନତିର ଆଶା ରଖିପାରନ୍ତି। ପାରିବାରିକ ସୁଖ-ଶାନ୍ତିର ବାତାବରଣ ରହିବ। ସରକାରୀ ଲାଭ ମିଳିବ। ଆପଣଙ୍କ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ,ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା – ଆଜି ଆପଣ ନରମ ମନୋଭାବ ପୋଷଣ କରି କାହାକୁ ସାହାଯ୍ୟ କରିବେ । ନିଜର ନକାରାତ୍ମକ ଭାବନାକୁ ଦୂରେଇ ଦିଅନ୍ତୁ ଏବଂ ନିଜ ସମ୍ପର୍କକୁ ଅନ୍ୟମାନଙ୍କ ସହ ମଜବୁତ କରନ୍ତୁ । ଏହା ଆପଣଙ୍କୁ ଖୁସି ଆଣି ଦେବ । ଆଜି ସଫଳତା ହାସଲ କରିବେ । ଏହି ସମୟ ପୁରୁଣା ସ୍ମୃତିକୁ ମନେପକେଇବାର ସମୟ ଅଟେ । କ୍ରୋଧ ଏବଂ ହତାସାର ଭାବନା ନିଜର ମନ ଉପରେ ପ୍ରଭାବ ନପକାଉ ସେଥିପାଇଁ ଚେଷ୍ଟା କରିବେ। ଶାରୀରିକ ସ୍ଵାସ୍ଥ୍ୟ ଟିକେ ଖରାପ ହୋଇପାରେ, ଖାଦ୍ୟ-ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ଘର-ପରିବାରର ଚିନ୍ତା ସାଥିରେ ଖର୍ଚ୍ଚ ମାମଲାରେ ମଧ୍ୟ ଆଜି ଚିନ୍ତିତ ରହିବେ|ସ୍ଵାସ୍ଥ୍ୟର ବିଶେଷ ଧ୍ୟାନ ରଖିବେ। କଫ, ଶ୍ୱାସ କିମ୍ବା ପେଟର ଯନ୍ତ୍ରଣାରେ ଅସୁବିଧା ହୋଇପାରେ। ଆଜି ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥ ରହିପାରନ୍ତି,ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଛା – ଆଜି ଆପଣ ନିଜର ଉଗ୍ରସଭାବକୁ ନିୟନ୍ତ୍ରଣ ମଧ୍ୟରେ ରଖନ୍ତୁ, ନ ହେଲେ ଅନ୍ୟ ମାନେ ଆପଣଙ୍କ ଠାରୁ ଦୂରେଇ ଯିବେ । ଆପଣ ଜୀବନରେ କୌଣସି ଘଟଣାକୁ ନେଇ ଆପଣ ବ୍ୟସ୍ତ ହୋଇ ପଡ଼ୁଛନ୍ତି । ତଥାପି ନିଜକୁ ଶାନ୍ତ ରଖନ୍ତୁ । ଆଜି ଦିନଟି ସନ୍ତୋଷଜନକ ଆଜିର କାର୍ଯ୍ୟାବଳୀ ମନରେ ଖୁସି ଭରି ଦେବ । ଅତୀତର ଧୈଯ୍ୟ ଏବଂ କଠିନ ପରିଶ୍ରମ ଫଳ ଉପଭୋଗ କରିବେ । କୌଣସି ଦ୍ୱିଧାବୋଧନ ନ କରି ସୁଫଳକୁ ବଂଧୁମାନଙ୍କ ସହିତ ମିଳି ଉପଭୋଗ କରନ୍ତୁ । ଆଜି ଆପଣ ବିଶ୍ରାମ କରନ୍ତୁ କାରଣ ଆପଣଙ୍କୁ କିଛି ସମସ୍ୟା ପାଇଁ ଅସୁବିଧା ହୋଇ ପାରେ । ବେଶୀ ଚ଼ିନ୍ତା କରନାହିଁ, ଆପଣଙ୍କର ସମସ୍ତ ସମସ୍ୟା ଶୀଘ୍ରହିଁ ଶେଷ ହୋଇଯିବ ।ପରିବାରରେ ଖୁସି ଏବଂ ଆନନ୍ଦର ମାହୌଲ ରହିବ। ଚାକିରି ଏବଂ ବ୍ୟବସାୟରେ ଆପଣଙ୍କୁ ଲାଭର ସମାଚାର ମିଳିବ। ଉଚ୍ଚ ଅଧିକାରୀ ଆପଣଙ୍କଠାରୁ କାର୍ଯ୍ୟଗୁଡ଼ିକର ପ୍ରଶଂସା ମିଳିବ। ବୈବାହିକ ଯୋଗ ଅଛି। ମହିଳା ମିତ୍ରମାନଙ୍କର ବିଶେଷ ଲାଭ ହେବ। ଦାମ୍ପତ୍ୟଜୀବନରେ ମାଧୁର୍ଯ୍ୟର ଆନନ୍ଦ ନେବେ,ପ୍ରତିକାର–ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

ଧନୁ – ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ । ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଏହାର ପୂର୍ଣ୍ଣ ଫାଇଦା ଉଠାନ୍ତୁ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ । କାର୍ଯ୍ୟରେ ଅସଫଳତା ହତାସ ସୃଷ୍ଟି କରିପାରେ। ନିଜର କ୍ରୋଧକୁ ନିୟନ୍ତ୍ରଣରେ ରଖିବେ। ପେଟ ସମ୍ବନ୍ଧୀତ ରୋଗରେ ଯନ୍ତ୍ରଣା ହୋଇପାରେ। ବାଦ-ବିବାଦ କିମ୍ବା ଚର୍ଚ୍ଚାରେ ପଡ଼ି ସମସ୍ୟା ସୃଷ୍ଟି ହୋଇପାରେ।ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମକର – ଆଜି ଆପଣ କାହା ଉପରେ ନିର୍ଭର କରୁଛନ୍ତି । ଆପଣ ସମସ୍ତଙ୍କୁ ବିଶ୍ୱାସ ବହୁତ ଶିଘ୍ର କରିନିଅନ୍ତି ।ଏହି ଅଭ୍ୟାସକୁ ଆପଣ ପରିବର୍ତ୍ତନ କରନ୍ତୁ ନହେଲେ ଏହି ଅଭ୍ୟାସ ପାଇଁ ଆପଣ ପଛରେ ହଇରାଣରେ ପଡ଼ିବେ । ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି । ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତହୁଅନ୍ତୁ ନାହିଁ । ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ଆଜି ଆପଣଙ୍କ ମନ ବହୁତ ଆସ୍ୱସ୍ତି ଅନୁଭବ କରିବ। ଶାରୀରିକ ସୁସ୍ଥତା ଆପଣଙ୍କ ଉତ୍ସାହ ବୃଦ୍ଧି କରିବ। ପଡ଼ୋଶୀମାନଙ୍କ ଏବଂ ଭାଇ-ଭଉଣୀମାନଙ୍କ ସହିତ ଅଧିକ ମେଳ-ମିଳାପ ରହିବ|ପ୍ରତିକାର– ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ – ଆଜି ଆପଣ ସେମାନଙ୍କ ସହିତ ସମୟ କଟାନ୍ତୁ । ଯେଉଁମାନଙ୍କ ସହିତ ସମୟ କଟାଇବାପାଇଁ ବହୁତ ଦିନରୁ ଅପେକ୍ଷାରତ ,ନିଜ ବନ୍ଧୁମାନଙ୍କୁ ଦେଖାକରନ୍ତୁ କିମ୍ବା ନିଜ ପରିବାରର ଲୋକ ମାନଙ୍କ ସହିତ ସମୟ କଟାନ୍ତୁ ।  ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ । ପାରିବାରିକ ଶାନ୍ତିର ମାହୌଲ ଆପଣଙ୍କ ମନକୁ ସ୍ଵସ୍ଥ ରଖିବ। ନିର୍ଦ୍ଧାରିତ କାମରେ ସଫଳତା ମିଳିବ। ଚାକିରିରେ ସାଥୀ କର୍ମଚାରିମାନଙ୍କର ସହଯୋଗ ମିଳିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଏବଂ ଶତ୍ରୁମାନଙ୍କ ଚାଲ ନିଷ୍ଫଳ ହେବ, ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ମୀନ – ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା । କୌଟୁମ୍ବିକ କ୍ଲେଶ ଆପଣଙ୍କ ମନକୁ ବ୍ୟଥିତ କରିପାରେ। ମାତାଙ୍କର ସ୍ଵାସ୍ଥ୍ୟ ଚିନ୍ତା ସୃଷ୍ଟି ହୋଇପାରେ। ସାର୍ବଜନିକ ଜୀବନରେ ଅପଯଶ କିମ୍ବା ଅପକୀର୍ତ୍ତି ଆପଣଙ୍କ ମାନ-ପ୍ରତିଷ୍ଠାକୁ ହାନି ପହଁଚାଇପାରେ। ପର୍ଯ୍ୟାପ୍ତ ଆରାମ ଏବଂ ନିଦ ନ ମିଳିବାରରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ।ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Leave a Reply

Your email address will not be published. Required fields are marked *