April 15, 2024

Odia Express

News For Public

କଲରାର ଜୁସ କରି ପିଇଲେ ମିଳିବ ଏତେ ପ୍ରକାର ଲାଭ ଯେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହେଇଯିବେ..

1 min read

ଏକ ସୁସ୍ଥ ସ୍ୱାସ୍ଥ୍ୟ ଏକ ସୁସ୍ଥ ପରିବେଶ ତଥା ସୁସ୍ଥ ସମାଜ ଗଠନ ଅଭିମୁଖେ ପ୍ରୋତ୍ସାହିତ କରିଥାଏ।ତେଣୁ ପ୍ରତ୍ୟେକ ବ୍ୟକ୍ତି ଏକ ସୁସ୍ଥ ସ୍ୱାସ୍ଥ୍ୟକୁ ନେଇ ଜୀବନ ଅତିବାହିତ କରିବାର ପ୍ରୟୋଜନ ରଖିଥାନ୍ତି।ତେଣୁ ଏହାର ସଠିକ ଯତ୍ନ ନେବା ନିହାତି ଆବଶ୍ୟକ ହୋଇଥାଏ।ବିଳାସ ବ୍ୟସନ ପୂର୍ଣ୍ଣ ଜୀବନ ବର୍ତ୍ତମାନ ଯୁଗରେ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିବାର କାରଣ ହୋଇଥାଏ।ତେଣୁ ଏହାର ଠିକ ଭାବରେ ଯତ୍ନ ନେବା ବହୁତ ଗୁରୁତ୍ୱପୂର୍ଣ୍ଣ ଅଟେ।ସେହିପରି କଲରା ସ୍ୱାସ୍ଥ୍ୟ ପାଇଁ ବହୁତ ଉପକାରୀ ଅଟେ।ଓ ଏହାର ବହୁତ ଆୟୁର୍ବେଦିକ ଗୁଣ ରହିଛି।ଏହା ଡାଇବେଟିସ ରୋଗର ନିରାକରଣ ପାଇଁ ବହୁତ ଉପକାରୀ ଅଟେ।ଏହା ପରିସ୍ରା ଜନିତ ସମସ୍ତ ସମସ୍ୟାକୁ ଦୂର କରିଥାଏ।ଓ ଷ୍ଟୋନର ଉପଚାର ପାଇଁ ବ୍ୟବହୃତ ହୋଇଥାଏ।

ଇଂରାଜୀରେ କୁହାଯାଇଛିକି “ସ୍ୱାସ୍ଥ୍ୟ ହିଁ ସମ୍ପଦ”।ଏକ ସୁସ୍ଥ ସ୍ୱାସ୍ଥ୍ୟ ବଞ୍ଚିବାର ଏକ ଅନନ୍ୟ ଆଶ୍ରା ଅଟେ।ଏହା ମନୁଷ୍ୟର ପ୍ରତିଯୋଗୀତତ୍ମକ ଭାବନାକୁ ଦ୍ବିଗୁଣିତ କରିବା ସହିତ ମନୁଷ୍ୟକୁ ଆନନ୍ଦରେ ରଖିଥାଏ।ସୁସ୍ଥ ସ୍ୱାସ୍ଥ୍ୟକୁ ନେଇ ଜୀବନ ଅତିବାହିତ କରୁଥିବା ବ୍ୟକ୍ତି ଶାରୀରିକ ଓ ମାନସିକ ସ୍ତରରେ ଆତ୍ମସନ୍ତୋଷ ଲାଭ କରିଥାନ୍ତି।ଏକ ସୁସ୍ଥ ସ୍ୱାସ୍ଥ୍ୟ ସମସ୍ତଙ୍କ ପ୍ରୟୋଜନୀୟତାର କେନ୍ଦ୍ରସ୍ଥଳ ଅଟେ।

ସମାଜରେ ଯେକୌଣସି ସ୍ତରର ବ୍ୟକ୍ତି ହୁଅନ୍ତୁ ନା କାହିଁକି ସମସ୍ତେ ସବୁବେଳେ ସୁସ୍ଥ ରହିବାକୁ ଚାହାନ୍ତି ଓ ସୁସ୍ଥ ଖାଦ୍ୟର ଆବଶ୍ୟକ ମଧ୍ୟ କରନ୍ତି।ତେଣୁ ଏକ ସୁସ୍ଥ ସମାଜ ନିମନ୍ତେ ପ୍ରତ୍ୟେକ ବ୍ୟକ୍ତି ନିଜ ସ୍ୱାସ୍ଥ୍ୟର ଉଚିତ ଯତ୍ନ ନେବା ନିହାତି ଆବଶ୍ୟକ।ବର୍ତ୍ତମାନ ସମାଜ ଉନ୍ନତିର ଚରମ ସୀମାରେ ଉପନୀତ।ତେଣୁ ପ୍ରତ୍ୟେକ ଲୋକଙ୍କ ଜୀବନ ହୋଇଛି ବିଳାସ ତଥା ଅଳସ୍ୟତା ପୂର୍ଣ୍ଣ।ଅଳସ୍ୟତା ପୂର୍ଣ୍ଣ ଜୀବନ, ଆଧୁନିକ ଖାଦ୍ୟ ଓ ଅତ୍ୟାଧୁନିକ ଔଷଧ ଆଦିର ପ୍ରଭାବରେ ମନୁଷ୍ୟର ସୁସ୍ଥ ସ୍ୱାସ୍ଥ୍ୟ ହୋଇଛି ଅସନ୍ତୁଳିତ ଓ ବିଭିନ୍ନ ରୋଗର ବଶୀଭୂତ।

ଏମରସନ ଯଥାର୍ଥରେ କହିଛନ୍ତି “health is wealth”।ତେଣୁ ଆମକୁ ଆମ ସ୍ୱାସ୍ଥ୍ୟର ସଠିକ ଯତ୍ନ ନେବାକୁ ପଡିବ।ଏମିତିରେ ବି ପ୍ରତ୍ୟେକ ବ୍ୟକ୍ତି ସର୍ବଦା ନିରୋଗ ଓ ଆରୋଗ୍ୟ ପୂର୍ଣ୍ଣ ସ୍ୱାସ୍ଥ୍ୟର ପ୍ରୟୋଜନ ରଖିଥାନ୍ତି।ତେଣୁ ଏହା ଆମ ପାଇଁ ବିଶେଷ ଗୁରୁତ୍ୱପୂର୍ଣ୍ଣ ଅଟେ।ସ୍ୱାସ୍ଥ୍ୟ ବିଶେଷଜ୍ଞ ମାନେ ଯଥାର୍ଥରେ ମତ ଉପସ୍ଥାପନ କରିଛନ୍ତିକି ଅତ୍ୟାଧୁନିକ ରାସାୟନିକ ଔଷଧ ଅପେକ୍ଷା ଆୟୁର୍ବେଦିକ ତଥା ପୌରାଣିକ ଘରୋଇ ଉପଚାର ସ୍ୱାସ୍ଥ୍ୟ ପ୍ରତି ବହୁତ ଉପଯୋଗୀ ଓ ଫଳପ୍ରଦ ହୋଇଥାଏ।

Leave a Reply

Your email address will not be published. Required fields are marked *